ଗଛରେ ପିଟି ହେଲା କାର୍‌, ଗୋଟିଏ ପରିବାରର ୬ ଗୁରୁତର

ଅନୁଗୋଳ ଅଫିସ,୨ା୫: ପାଲଲହଡ଼ା ଥାନା ଝିମିରିପାଲି  ଶିବମନ୍ଦିର ନିକଟ ୧୪୯ ନଂ. ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଏକ କାର୍‌ ରାସ୍ତାକଡ଼ରେ ଥିବା ବରଗଛରେ ପିଟି ହେବାରୁ ଗୋଟିଏ ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ପ୍ରଥମେ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟ ଏବଂ ପରେ ଅନୁଗୋଳ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁତରମାନେ ବଲାଙ୍ଗୀର ଅଞ୍ଚଳର ହୋଇଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି। ସମସ୍ତ ମୁହଁରେ ଆଘାତ ଲାଗିଥିବାରୁ ସଠିକ୍‌ ଭାବେ ନିଜ ପରିଚୟ ପ୍ରଦାନ କରିପାରୁ ନ ଥିବା ପୋଲିସ କହିଛି। ଦୁଘଟଣାଗ୍ରସ୍ତ ଗାଡ଼ିକୁ ପୋଲିସ ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଏହି ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri