କୋଇଲା ମାଫିଆଙ୍କ ସମ୍ପର୍କରେ ପୋଲିସକୁ ଦେଉଥିଲେ ତଥ୍ୟ: କାର ଜାଳିଦେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୩।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଇଚ୍ଛାପୁର ପରିବିନ୍ଧା ମାରାପୁର ଗାଁରେ ଏକ କାର୍‌କୁ ଦୁର୍ବୃତ୍ତ ଜାଳିଦେଇଛନ୍ତି। କାର୍‌ ମାଲିକ ପ୍ରତାପ ବେହେରା ପୋଲିସକୁ କୋଇଲା ମାଫିଆଙ୍କ ସମ୍ପର୍କରେ ସୂଚନା ଦେଉଥିବା ସନ୍ଦେହକରି ସେମାନେ ଏଭଳି କାଣ୍ଡ ଘଟାଇଛନ୍ତି।
ସୂଚନାଯୋଗ୍ୟ, ଭଦ୍ରକ – ଧାମରା ରେଳପଥରେ କୋଇଲା ଟ୍ରେନ ଯାଉଥିବା ବେଳେ ଚଳନ୍ତା ଟ୍ରେନରୁ କୋଇଲା ଚୋରିକରି ମାଲାମାଲ ହେଉଛନ୍ତି ମାଫିଆ। ଏହି ଘଟଣା ବାରମ୍ବାାର ଘଟୁଥିବା ବେଳେ ସୋମବାର ଆର୍‌ପିଏଫ୍‌ ପୋଲିସ ଇଚ୍ଛାପୁର ନିକଟରେ ଚଢ଼ାଉ କରୁଥିଲେ। ପରେ ଉକ୍ତ ଗ୍ରାମର ପ୍ରତାପଙ୍କୁ ପଚରାଉଚରା କରିଥିଲେ। ସେ ପୋଲିସକୁ ସୂଚନା ଦେଇଥିବା ସନ୍ଦେହ କରି ଦୁର୍ବୃତ୍ତ କାର୍‌ ଜାଳିଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୩ ବାଇକ୍‌ ସହ ଚୋରା କୋଇଲା ଜବତ, ଜଣେ ଗିରଫ

ପଦ୍ମପୁର, ୩୧ା୫(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ପୋଲିସ କୋରବାଟିଆ ଛକ ଠାରୁ ୩ଟି ବାଇକ୍‌ ସହ ୬ କୁଇଣ୍ଟାଲରୁ ଊର୍ଦ୍ଧ୍ୱ କୋଇଲା ଶନିବାର ସନ୍ଧ୍ୟାରେ...

ଚିକିତ୍ସା ଅବହେଳାରୁ ନର୍ସିଂହୋମରେ ଶିଶୁପୁତ୍ରର ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲା ସଦର ମହକୁମାରେ ଥିବା ବିଭିନ୍ନ ନର୍ସିଂହୋମ୍‌ରେ ମାଲିକମାନଙ୍କ ରାଜୁତି ଦେଖିବାକୁ ମିଳୁଛି। ଦୁଇଦିନରେ ଦୁଇଟି ନର୍ସିଂହୋମରେ ଏଭଳି କିଛି ଘଟଣା...

୨ ଗଞ୍ଜେଇ ମାଫିଆ କୋଭିଡ୍‌ ହସ୍‌ପିଟାଲରୁ ଚମ୍ପଟ

ଗୋପାଳପୁର,୧୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶୀତଳାପଲ୍ଲୀ କୋଭିଡ୍‌ ହସ୍‌ପିଟାଲରୁ ୨ ଗଞ୍ଜେଇ ମାଫିଆ ରବିବାର ସନ୍ଧ୍ୟାରେ ଚମ୍ପଟ ମାରିଛନ୍ତି। ହସ୍ପିଟାଲର ଜେନେରାଲ ମ୍ୟାନେଜର...

ତାରିଣୀ ପୀଠରେ ଜିଲାପାଳ, ଏସ୍‌ପି

କେନ୍ଦୁଝର/ଘଟଗାଁ, ୮।୪ (ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶୀଷ ଠାକରେ ଓ ଏସ୍‌ପି ମିତ୍ରଭାନୁ ମହାପାତ୍ର ବୁଧବାର ଘଟଗାଁ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା...

ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଆରମ୍ଭ ହେଲା ଆଦର୍ଶ ବିଦ୍ୟାଳୟ : ଶୈକ୍ଷିକ ବାତାବରଣ ଅଭାବ ଅଭିଯୋଗ

ଖଣ୍ଡପଡ଼ା,୨୮ା୬(ସ୍ବ.ପ୍ର.)-ଖଣ୍ଡପଡ଼ାରେ ନୂତନ ଭାବେ ଆରମ୍ଭ ହୋଇଛି ଆଦର୍ଶ ବିଦ୍ୟାଳୟ। ତେବେ ଏଠାରେ ଶୈକ୍ଷିକ ବାତାବରଣର ଅଭାବ ରହିଥିବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହେଉଛି। ବିଦ୍ୟାଳୟଟିରେ...

୩୨୮ବର୍ଷ ପରେ ପୁନରାବୃତ୍ତି: ୧୫୫ବର୍ଷ ବନ୍ଦ ରହିଛି ରଥଯାତ୍ରା

ପୁରୀ ଅଫିସ,୧୯।୬: କରୋନା ପାଇଁ ଚଳିତବର୍ଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରା ହେବ ନାହିଁ। ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି।...

ବିପୁଳ ନକଲି ମଦ ଜବତ, ୨ ଗିରଫ

ପରଜଙ୍ଗ, ୩୦ା୪(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମହାବିରୋଡ଼ ଅଞ୍ଚଳରୁ ପରଜଙ୍ଗ ପୋଲିସ ବୁଧବାର ବିପୁଳ ପରିମାଣର ନକଲି ମଦ, ମଦ ତିଆରି ସାମଗ୍ରୀ ଜବତ କରିଛି।...

ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍‌

ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ...

Advertisement
Archives

Model This Week