Odisha Elections 2024

ରଥଖଳା ଚଳଚଞ୍ଚଳ

ପୁରୀ ଅଫିସ, ୧୦।୬: ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ଯୋରଦାର ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି । ବଡ଼ ପୋଟଳ ଉଠିବା ପରେ ଶୁକ୍ରବାର ତିନି ରଥରେ କଇଁଚି ବାଡ଼ିଆ ହୋଇଛି । ରଥଖଳାରେ ପ୍ରଭା ତିଆରି ଆରମ୍ଭ ହୋଇଛି । ରଥର ପୋଟଳ ର୍ନିମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶନିବାର ରଥରେ ୧୨ ପରସ୍ତ ପୋଟଳ ସହ ପାରାଭାଡି ଉଠିବାର କାର୍ଯ୍ୟକ୍ରମ ରହିଛି । ଶୁକ୍ରବାର ପୂର୍ବାହ୍ନରେ ଏସ୍‌ପି ଡ.କେ ବିଶାଲ ସିଂହ ରଥ ଖଳା ପରିଦର୍ଶନ କରି ନିର୍ମାଣକାରୀଙ୍କ ସହ ଆଲୋଚନା କରିଛନ୍ତି । ରଥର ଚାରି ନାହାକା ବାନ୍ଧେଣି ପାଇଁ କଇଁଚି ଫିଟିଂ କରାଯାଇଛି । ଗୟଳ ଉପରେ ତାଗ ବାଡ଼ିଆ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଚୂଡ଼ାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।...

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର...

ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ...

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍‌ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)।...

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା...

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri