ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ାକେନ୍ଦୁଆ ଯାଇଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ ବୋଲି କହିଛନ୍ତି। ଭାଜପାର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ବଡ଼ ଘୋଷଣା କରିଛନ୍ତି।

ସେ କହିଛନ୍ତି, ଯିଏ ବି ଦୋଷୀ ଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦଣ୍ଡ ଦିଆଯିବ। ନାରୀକୁ କେତେ ସମ୍ମାନ ଦେଇଛନ୍ତି, ତାହା ଆମେ ଦେଖିଛୁ। ଧର୍ମଶାଳା ପିଇଓ ସ୍ମିତାରାଣୀଙ୍କୁ ନିର୍ମମ ଭାବେ ହତ୍ୟା କରାଗଲା। ନ୍ୟାୟ ଦେବା ପରିବର୍ତ୍ତେ କୁଜି ନେତାଙ୍କୁ ଘଣ୍ଟ ଘୋଡ଼ାଇ ରଖିଲେ ବୋଲି କଡ଼ା ଟାର୍ଗେଟ୍‌ କରି କହିଛନ୍ତି ମୋହନ।

ବିକାଶ ନାଁରେ ୩ ପରିବାର ଯାଜପୁରକୁ ଲୁଟିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ନାଁ ନ ନେଇ ବିଜେଡିର ୩ ନେତାଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯାଜପୁର ଏକ ଶିଳ୍ପ ସମୃଦ୍ଧ ଓ ଖଣି ଖାଦାନରେ ଭରପୂର ଅଞ୍ଚଳ। ଯେତିକି ଉନ୍ନତି ହେବା କଥା ସେତିକି ନାହିଁ, ଲୋକେ ଗରିବ। ବିଗତ ସରକାରରେ ଅବହେଳିତ ହୋଇଥିବା ଲୋକଙ୍କୁ ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?