Posted inଜାତୀୟ

ଲାଲ୍‌କିଲ୍ଲା ହିଂସା ନେଇ ଦେଶଦ୍ରୋହ ମାମଲା

ନୂଆଦିଲ୍ଲୀ,୨୯।୧(ପି.ଟି.): ସାଧାରଣତନ୍ତ୍ର ଦିବସ ଟ୍ରାକ୍ଟର ରାଲି ବେଳେ ଲାଲ୍‌କିଲ୍ଲାରେ ହିଂସାକାଣ୍ଡ ସୃଷ୍ଟି ହୋଇଥିଲା। ଏହି ହିଂସାରେ ସମ୍ପୃକ୍ତ କୃଷକଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଦେଶଦ୍ରୋହ ଏବଂ ୟୁଏପିଏ (ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ)ରେ ମାମଲା ରୁଜୁ କରିଛି। ଆଇପିସି ଧାରା ୧୨୪ଏ (ଦେଶଦ୍ରୋହ)ରେ ମାମଲା ରୁଜୁ ହେବା ସହ ଘଟଣାର ତଦନ୍ତ କରାଯାଉଛି। ଲାଲ୍‌କିଲ୍ଲା ହିଂସା ସହ ସମ୍ପୃକ୍ତି ନେଇ ପୂର୍ବରୁ ପୋଲିସ ଦାଏର କରିଥିବା ଏତଲାରେ ଦୀପ୍‌ ସିଧୁ ଏବଂ ଗ୍ୟାଙ୍ଗଷ୍ଟର୍‌ରୁ ସାମାଜିକ କର୍ମୀ ପାଲଟିଥିବା ଲାଖା ସିଧାନାଙ୍କ ନଁା ଥିଲା। ଜାନୁୟାରୀ ୨୬ରେ ଗାଜିପୁର ସୀମାରୁ ଟ୍ରାକ୍ଟର ରାଲିରେ ବାହାରି ଆଇଟିଓରେ ପହଞ୍ଚତ୍ଥିବା ଆନ୍ଦୋଳନକାରୀ ଚାଷୀଙ୍କ ସହ ପୋଲିସର ସଂଘର୍ଷ ହୋଇଥିଲା। ସେମାନଙ୍କ ମଧ୍ୟରୁ ଅଧିକାଂଶ ଟ୍ରାକ୍ଟର ଚଳାଇ ଲାଲ୍‌କିଲ୍ଲାରେ ପହଞ୍ଚତ୍ବା ସହ ଏହା ଭିତରେ ପ୍ରବେଶ କରିଥିଲେ। ଲାଲ୍‌କିଲ୍ଲା ଗମ୍ବୁଜ ଓ ପ୍ରାଚୀରରେ ସେମାନେ ପତାକା ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

ସୁଯୋଗ ମିଳିବା ମାତ୍ରେ ନିଜ ସହଯୋଗୀଙ୍କ ପଛରେ ଛୁରି ମାରନ୍ତି, ଜାଣନ୍ତୁ କାହାକୁ ଏମିତି କହିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବେଙ୍ଗାଲୁରୁରେ ଏକ ବିଶାଳ ବିଜୟ ରାଲିରେ ଯୋଗ ଦେଇଥିଲେ। ମୋଦି ସେଠାରେ ସମ୍ବୋଧିତ କରିବା ସମୟରେ କଂଗ୍ରେସକୁ ତାତ୍ସଲ୍ୟ କରିଛନ୍ତି।…

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଦମଦାର ଅଫର ଦେଲେ ମୋଦି, ମୋ ସହିତ ଯୋଗଦେବା….

ନୂଆଦିଲ୍ଲୀ,୧୦।୫: ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ମଧ୍ୟରେ ଏକ ଆକର୍ଷଣୀୟ ମତବିନିମୟ ହୋଇଥିଲା। ଏକ କାର୍ଯ୍ୟକ୍ରମରେ, ‘ଗୁଜରାଟ ମଡେଲ’ ବିଷୟରେ…

ବାଲିଅନ୍ତା ବର୍ବରତା; ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ, ୪ ପୋଲିସ ସସ୍‌ପେଣ୍ଡ୍‌

ଭୁବନେଶ୍ବର,୧୦ା୫:  ବାଲିଅନ୍ତା ବର୍ବରତା ଘଟଣା କେବଳ ରାଜ୍ୟ ନୁହେଁ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାରେ ବର୍ତ୍ତମାନ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି…

PM ମୋଦିଙ୍କୁ ଟାର୍ଗେଟ? ବେଙ୍ଗାଲୁରୁରେ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ବିସ୍ଫୋରକ ସାମଗ୍ରୀ ମିଳିବା ପରେ ହଇଚଇ

ବେଙ୍ଗାଲୁରୁ,୧୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆର୍ଟ ଅଫ ଲିଭିଂ ସେଣ୍ଟର ଗସ୍ତ ପୂର୍ବରୁ ବେଙ୍ଗାଲୁରୁରେ ଏକ ବଡ଼ ଧରଣର ସୁରକ୍ଷା ତ୍ରୁଟି ସାମ୍ନାକୁ ଆସିଛି। ପୋଲିସ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri