Posted inଫୁରସତ

ପଛ ପଟୁ ଆସି ଗୋଡ଼ରେ ଠେଲି ଦେଲା ବିଲେଇ, ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବିଲେଇ ସୁଇମିଂ ପୁଲ୍‌ ନିକଟରେ ବସିଥିବା ଦେଖିବାକୁ ମିଳୁଛି। ଅନ୍ୟ ଏକ ବିଲେଇ ଆସି ତାହାକୁ ପଛ ଗୋଡ଼ରେ ଠେଲି ଦେଉଛି। ବିଲେଇଟି ପାଣିରେ ପଡ଼ି ଯାଉଛି। ପରେ ସେ ନିଜେ ଉପରକୁ ଉଠୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ବାହାରେ ଅମ୍ଳଜାନ ନ ପାଇ ଆଖି ବୁଜିଥିଲେ ମା’: ଏବେ ତାଙ୍କ ସ୍ମୃତିରେ କିଛି ଏଭଳି କରି ଉଦାହରଣ ପାଲଟିଲେ ଝିଅ

ମହାମାରୀ କରୋନାର ଦ୍ୱିତୀୟ ଲହରରେ ପ୍ରିୟଜନଙ୍କୁ ହରାଇଛନ୍ତି ଅନେକେ। ସେମାନଙ୍କ ମଧ୍ୟରୁ କିଛି ଦୁଃଖଦ ସମୟରୁ ନିଜକୁ ବାହାର କରି କିଛି ଅଲଗା କରି ଉଦାହରଣ...

ଏହି ମନ୍ଦିରରେ ପାଳନ ହୁଏ ‘ନେକେଡ୍‌ ଫେଷ୍ଟିଭାଲ’

ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳେ। ଜାପାନରେ ଏକ ଅଜବ ପରମ୍ପରା ଦେଖିବାକୁ ମିଳିଛି। ପ୍ରତିବର୍ଷ ଫେବୃୟାରୀ ମାସର ଦ୍ୱିତୀୟ ଶନିବାର ଦିନ...

ଫୁଡ୍‌ ଡେଲିଭରୀ ବୟ ଲୋକେଶନ ନ ପାଇବାରୁ ଏମିତି କଲେ ଗ୍ରାହକ

ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇବା ବର୍ତ୍ତମାନ ସାଧାରଣ ହୋଇଗଲାଣି। ଏହାକୁ ଲକ୍‌ଡାଉନର ପ୍ରଭାବ କହିପାରିବା। କିନ୍ତୁ ରେଷ୍ଟୁରାଣ୍ଟ ଯିବା ବଦଳରେ ଏବେ ଅନ୍‌ଲାଇନରେ ଖାଦ୍ୟ ମଗାଇବାକୁ ଲୋକେ...

୧୧ ସହ ଗୁଣନର ସରଳ ଟ୍ରିକ୍‌

ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ...

ଏହି ଦେଶରେ ୪୭ ପ୍ରତିଶତ ସିଙ୍ଗଲଙ୍କୁ ମିଳୁନାହାନ୍ତି ମନପସନ୍ଦର ପାର୍ଟନର, ଏଥିପାଇଁ ରହିଛନ୍ତି ଅବିବାହିତ

ବିଶ୍ୱରେ ଏମିତି ଏକ ଦେଶ ରହିଛି ଯେଉଁଠି ମନପସନ୍ଦର ପାର୍ଟନର ମିଳୁ ନ ଥିବାରୁ ଏଠାରେ ୪୭ ପ୍ରତିଶତ ଅବିବାହିତ ରହିଛନ୍ତି। ବିଶ୍ୱାସ ହେଉ ନ...

ମହିଳାଙ୍କ କଥା ମାନି ଚଟାପଟ ପରିବା କାଟୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସାଧାରଣତଃ ମାଙ୍କଡ଼ମାନେ ମଣିଷଙ୍କୁ ହଇରାଣ କରିଥାନ୍ତି। ମାତ୍ର ଗୋଟିଏ ମାଙ୍କଡ଼ କିପରି ଘରେ ରହି ସବୁ କାମ କରୁଛି ତାହାର ଭିଡିଓ ଏବେ ସୋସିଆଲ ମିଡିଆରେ...

ସମସ୍ତଙ୍କ ପାଇଁ ନ୍ୟାୟ ଅନିବାର୍ଯ୍ୟ

ବିଶାଳ ଏ ବିଶ୍ୱ। ସୀମାଠୁ ଶରଣାର୍ଥୀ। ଆତଙ୍କବାଦଠୁ ସାମ୍ପ୍ରଦାୟିକ ହିଂସା। ଏମିତି ଅନେକ ସମସ୍ୟା। ଏହାକୁ ବାଦ୍‌ଦେଲେ ଗରିବୀ, ବେରୋଜଗାରୀ, ଅନାହାର, ବିଶ୍ୱତାପନ, ଯୁଦ୍ଧ ଭଳି...

ଏହି ଦ୍ୱୀପରେ ରୁହନ୍ତି ଲାଲ୍‌ ରଙ୍ଗର କଙ୍କଡ଼ା

ସିଡ୍‌ନୀ: ଏପରି ଏକ ଦ୍ୱୀପ ରହିଛି ଯେଉଁଠି ରାସ୍ତା ଘାଟ ସବୁଆଡ଼େ କଙ୍କଡ଼ା ବାସ କରୁଥିବା ଦେଖାଯାଇଥାଏ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ...

Advertisement


Archives

Model This Week