Posted inଫୁରସତ

ଛପି ଛପି ମାଛ ଖାଇବାକୁ ଆସିଥିଲା ବିଲେଇ: ମାଛ କଲା ଏମିତି, ଭିଡିଓ ଦେଖିଲେ ହସିହସି ଗଡ଼ିବେ

ଅଧିକାଂଶ ସମୟରେ ସୋସିଆଲ ମିଡିଆରେ ଏମିତି ଭିଡିଓ ଭାଇରାଲ ହୋଇଥାଏ ଯାହା ଦେଖିଲେ ହସିହସି ବେଦମ୍‌ ହୋଇଯିବେ। ଏବେ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ମଧ୍ୟ ହସ ରୋକି ପାରିବେନି।

ଭାଇରାଲ ହୋଇଥିବା ଭିଡିଓରେ ରାସ୍ତାରେ ପଡ଼ିଥିବା ଏକ ମାଛ ଖାଇବାକୁ ବିଲେଇଟିଏ ଛପି ଛପି ଆସୁଛି। କିଛି ସମୟ ଠିଆ ହୋଇ ମାଛକୁ ନିରୀକ୍ଷଣ କରୁଛି। ମାଛଟି ଛାଟିପିଟି ହେଉଥିବାରୁ ବିଲେଇଟି ଖାଇବାକୁ ଆସୁଛି ପୁଣି ଟିକେ ଅଟକି ଯାଉଛି। ଶେଷରେ ମାଛଟି ଏମିତି ଛାଟିପିଟି ହୋଇଛି ଯେ, ବିଲେଇ ଖାଇବ କ’ଣ ନିଜେ ଦୌଡ଼ିକୁ ଜଙ୍ଗଲ ମଧ୍ୟକୁ ପଳାଉଛି।

ଭିଡିଓଟିକୁ ଦେଖି ୟୁଜରମାନେ ବେଶ୍‌ ମଜାଳିଆ କମେଣ୍ଟ ସବୁ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ମାଛକୁ ଦେଖି ବିଲେଇର ଭୟ। ଆଉ ଜଣେ ୟୁଜର ଲେଖିଛନ୍ତି ବିଚରା ବିଲେଇ। ଭିଡିଓଟି ୟୁଜରମାନଙ୍କୁ ହସର ଖୋରାକ ଯୋଗାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri