Posted inଫୁରସତ

କୁକୁଡ଼ା ଛୁଆକୁ ପାଖରେ ପାଇ ଖୁସି ହୋଇ ଆସିଥିଲା ବିଲେଇ, ହେଲେ ଘଟିଲା ଏମିତି

ଆଜିକାଲି ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଏକ ବିଲେଇ କୁକୁଡ଼ା ଛୁଆକୁ ଦେଖି ତାହା ପାଖକୁ ଆସୁଛି। ହେଲେ ବିଲେଇ କୁକୁଡ଼ା ଛୁଆକୁ କାବୁ କରି ପାରୁନାହିଁ। ଚତୁରତାର ସହ ଖସି ଯାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଚା ପରିବାରୁ ଉତ୍ପନ୍ନ ହେଉଛି ବିଜୁଳି

ହାଇଦ୍ରାବାଦ,୯ ।୨: ପଚିଯାଇଥିବା ପନିପରିବାକୁ ସାଧାରଣତଃ ଆମେ ଫିଙ୍ଗି ଦେଇଥାଉ କି ଗଛମୂଳେ ଦେଇ ଦେଇଥାଉ । ହେଲେ ହାଇଦ୍ରାବାଦରେ ଏମିତି ଏକ ପରିବା ମଣ୍ଡି...

କ୍ଷୀରରୁ ତିଆରି ହେଉଛି ଭୋଡ୍‌କା

ଗହମ, ଅଙ୍ଗୁର ଓ କିସ୍‌ମିସ୍‌ରୁ ମଦ ତିଆରି ହୋଇଥାଏ। ହେଲେ କ୍ଷୀରରୁ ମଦ ତିଆରି ହେବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। କାରଣ...

୪୬ ହଜାର ପ୍ଲାଷ୍ଟିକ୍‌ ଟୁକୁଡ଼ାରୁ ତିଆରି ହେଲା ଶିବାଜୀଙ୍କ ପେଣ୍ଟିଂ

ମୁମ୍ବାଇ, ୧୨।୩: ମହାରାଷ୍ଟ୍ରର ଜଣେ ଆନିମେଶନ ଆର୍ଟିଷ୍ଟ ୪୬,୦୮୦ ହଜାର ପ୍ଲାଷ୍ଟିକ୍‌ ଟୁକୁଡ଼ାରୁ ଛତ୍ରପତି ଶିବାଜୀ ମହାରାଜଙ୍କ ପେଣ୍ଟିଂ ତିଆରି କରିଛନ୍ତି। ଏଥିରେ ୬ ପ୍ରକାର...

୧୪ ଫୁଟ ଉଚ୍ଚରେ କିକ୍‌ କଲେ ତାଏକୋଣ୍ଡୋ ଖେଳାଳି: ଭିଡ଼ିଓ ଭାଇରାଲ

ସିଓଲ,୧।୨: ଦକ୍ଷିଣ କୋରିଆର ଜଣେ ତାଏକୋଣ୍ଡୋ ଖେଳାଳି ୧୪ ଫୁଟ ଉଚ୍ଚରେ ଡେଇଁ କିକ୍‌ କରିଛନ୍ତି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ...

ମନ୍ଦିରରେ ଝିଅ ବାହାକଲେ ମୁସ୍‌ଲିମ୍‌ ଦମ୍ପତି

କାସାରଗଡ଼: କେରଳରେ ଏକ ମୁସ୍‌ଲିମ୍‌ ପରିବାର ଝିଅର ବିବାହ ହିନ୍ଦୁ ପରମ୍ପରା ଅନୁଯାୟୀ କରାଇ ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। କାସାରଗଡ଼ ଜିଲାର...

ବୋବାଉ ନ ଥିବା ବେଙ୍ଗ

ଡୋଡୋମା: ନିକଟରେ ଆଫ୍ରିକାର ୟୁନିଭର୍ସିଟି ଅଫ୍‌ ସିନ୍‌ସିନାଟି, ଓହିଓର ଗବେଷକ ବେଙ୍ଗର ଏକ ନୂଆ ପ୍ରଜାତି ଠାବ କରିଛନ୍ତି। ତାଞ୍ଜାନିଆର ୟୁକାଗୁରୁ ପର୍ବତରୁ ଠାବ କରାଯାଇଥିବା...

ବିଦେଶ ଚାକିରି ଛାଡ଼ି ଚା’ ବିକୁଛନ୍ତି ଶର୍ମିଷ୍ଠା

ନୂଆଦିଲ୍ଲୀ:ପରିଶ୍ରମ ଅନୁସାରେ ପାରିଶ୍ରମିକ ନ ମିଳିବାରୁ ଯୁବପିଢ଼ି ଅନ୍ୟ ପାଖରେ ଚାକିରି କରିବା ଅପେକ୍ଷା ନିଜର ଏକ ଛୋଟ କାଟିବା ବ୍ୟବସାୟ ଆରମ୍ଭ କରିବା ଉଚିତ୍‌...

ଅର୍ଡର ଦେବେ କ’ଣ, ଗ୍ରାହକଙ୍କ ଖାଦ୍ୟ ଚୋରାଇଲେ ଉବର ଇଟ୍ସର ଡେଲିଭରି ବୟ, ଜଣାପଡ଼ିବା ପରେ…

ନୂଆଦିଲ୍ଲୀ: ଘରଠାରୁ ଦୂରରେ ବ୍ୟସ୍ତବହୁଳ ଜୀବନ ମଧ୍ୟରେ ହାତ ପାହାନ୍ତାରେ ଖାଦ୍ୟ ମିଳିବା ବଡ଼ କଥା। ବିଭିନ୍ନ କମ୍ପାନୀ ଲୋକଙ୍କର ଏଭଳି ଆବଶ୍ୟକତାକୁ ଦୃଷ୍ଟିରେ ରଖି...

Advertisement
Archives

Model This Week