Posted inଫୁରସତ

ଜେଲ ଗଲା ବିଲେଇ: ଜାଣନ୍ତୁ କ’ଣ କରିଥିଲା

ଗୁରୁତର ଅପରାଧ ପାଇଁ ଏକ ବିଲେଇକୁ ଜେଲ ଯିବାକୁ ପଡିଛି। ମାତ୍ର ବିଲେଇଟି କିଛି ଦିନ ଜେଲରେ ରହିବା ପରେ ସେଠାରୁ ଖସି ପଳାଇବାରେ ସଫଳ ହୋଇଛି। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଶ୍ରୀଲଙ୍କାରେ।
ବିଲେଇକୁ ଡ୍ରଗ୍‌ସ ଏବଂ ସିମ୍‌ କାର୍ଡ ଚୋରା କାରବାରରେ ବ୍ୟବହୃତ କରାଯାଉଥିଲା। ଶ୍ରୀଲଙ୍କା ହାଇ ସିକ୍ୟୁରିଟି ଭେଲିକଡ଼ା ଜେଲର ଗୁପ୍ତଚର ଅଧିକାରୀମାନେ ଏହା ଜାଣିପାରି ଥିଲେ। ତେଣୁ ସେମାନେ ଯୋଜନାକରି ବିଲେଇଟିକୁ ଧରିବାରେ ସଫଳ ହୋଇଥିଲେ। ଏହି ସମୟରେ ବିଲେଇ ନିକଟରୁ ୨ ଗ୍ରାମ୍‌ ହେରୋଇନ୍‌, ୨ଟି ସିମ୍‌ କାର୍ଡ ଏବଂ ଏକ ମେମୋରି ଚିପ୍‌ ଜବତ କରାଯାଇଥିଲା।
ପୋଲିସର କହିବାନୁଯାୟୀ, ବିଲେଇ ବେକରେ ଏକ ପ୍ୟାକେଟ ବନ୍ଧାଯାଇଥିଲା। ସେଥିରୁ ଉକ୍ତ ସାମଗ୍ରୀଗୁଡିକ ମିଳିଥିଲା। ମାତ୍ର ବିଲେଇଟି ଜେଲରେ ରହିବାର କିଛି ଦିନ ପରେ ଫେରାର ହୋଇଯାଇଥିବା ପୋଲିସ କହିଛି।
ପ୍ରକାଶ ଯେ, ଗତ ସପ୍ତାହରେ ଶ୍ରୀଲଙ୍କା ପୋଲିସ କଲମ୍ବିଆରୁ ଏକ ଇଗଲକୁ ଧରିଥିଲା। ଉକ୍ତ ଇଗଲକୁ ଡ୍ରଗ୍‌ସ ଚୋରା ଚାଲାଣାରେ ବ୍ୟବହୃତ କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?