ସମସ୍ତ ଦୁଃଖର କାରଣ ହେଉଛି ପ୍ରେମ, ଜାଣନ୍ତୁ କାହିଁକି ଏପରି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଚାଣକ୍ୟ ଏପରି କିଛି କହିଛନ୍ତି, ଯାହା ସାଧାରଣ ଚିନ୍ତାଧାରାରୁ ଅଲଗା ଅଟେ। ଆସନ୍ତୁ ଜାଣିବା ପ୍ରେମକୁ ନେଇ କ’ଣ କହିଛନ୍ତି ଚାଣକ୍ୟ…

-ଚାଣକ୍ୟଙ୍କ ଅନୁସାରେ, ଯାହାକୁ ଆମେ ପ୍ରେମ କରୁ, ତାକୁ ଭୟ କରୁ। ଏଣୁ ପ୍ରେମ ସବୁ ଦୁଃଖର କାରଣ ପାଲଟେ। ଏଣୁ ପ୍ରେମର ବନ୍ଧନରୁ ମୁକୁଳି ସୁଖୀ ଜୀବନ ବିତାଇବା ଉଚିତ। ଯିଏ ପ୍ରେମ କରନ୍ତି ସେମାନେ ହିଁ ଡରିଥାନ୍ତି। କାରଣ ତାଙ୍କୁ ସର୍ବଦା ହରାଇଦେବାର ଭୟ ଥାଏ।

-ଚାଣକ୍ୟ କୁହନ୍ତି, ଯଦି କୌଣସି ପୁରୁଷକୁ ଲାଗେ କି ତାଙ୍କ ସ୍ତ୍ରୀ ସୁନ୍ଦର ନୁହନ୍ତି। ସେ ସର୍ବଦା ତାଙ୍କ ସମ୍ମାନ ହାନୀ କରୁଛନ୍ତି। ତେବେ ତାଙ୍କୁ ପ୍ରଥମେ ନିଜକୁ ଦର୍ପଣରେ ଦେଖି ନେବା ଉଚିତ। ନାରୀ ମଧ୍ୟରେ ଶାରିରିକ ସୁନ୍ଦରତାକୁ ଖୋଜୁଥିବା ଲୋକ ବୁଝିବା ଉଚିତ ଯେ, ସୁନ୍ଦରତା ଶାରିରୀକ ଗଠନରୁ ନୁହେଁ ବରଂ ହୃଦୟରୁ ହେବା ଆବଶ୍ୟକ। ସମସ୍ତଙ୍କ ନିକଟରେ କିଛି ନା କିଛିର ଅଭାବ ରହିଥାଏ। କାରଣ ସଂସାରରେ କୌଣସି ବ୍ୟକ୍ତି ପୂର୍ଣ୍ଣ ନୁହନ୍ତି। ଏଣୁ ବ୍ୟକ୍ତିକୁ ଏହା ବୁଝିବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାକର ଉପରେ ଚାଲିଲେ ମିଳିବ ଏସବୁ ସୁଫଳ…

କେତେକଙ୍କର ପାଦ ଶୀତଦିନେ ଫାଟିଥାଏ। ପରିବେଶ ଶୁଷ୍କ ହେବାରୁ ଏହାର ପ୍ରଭାବ ଶରୀର ଉପରେ ପଡ଼ି ଏପରି ହୋଇଥାଏ। ପାଚନ କ୍ରିୟାରେ ଅନିୟମିତତା ମଧ୍ୟ ଏହାର...

ଟ୍ରେଣ୍ଡରେ ‘ଟି ଲେଙ୍ଗ୍‌ଥ ଡ୍ରେସ୍‌’

ଯେଉଁ ଡ୍ରେସ୍‌ର ଲମ୍ବା ଆଣ୍ଠୁ ତଳକୁ, ହେଲେ ଗୋଇଠି ଉପରକୁ ରହିଥାଏ, ତାକୁ ଟି ଲେଙ୍ଗ୍‌ଥ ଡ୍ରେସ୍‌ କୁହାଯାଏ। ଏହି ଡ୍ରେସ୍‌କୁ ପିନ୍ଧିଲେ କମ୍ଫଟେବଲ ଲାଗିବା...

କଥାବାର୍ତ୍ତା ଶୈଳୀ ଓ ବୁଦ୍ଧିମତ୍ତା

କଥାରେ ଅଛି-କହିବ ମଧୁର ବଚନ, କହି ତୋଷିବ ଜନମନ। କଥାବାର୍ତ୍ତା ଶୈଳୀ ଉପରେ ହିଁ ନିଜର ବ୍ୟକ୍ତିତ୍ୱ ନିର୍ଭର କରିଥାଏ। ତେବେ ଏହାର ପ୍ରଭାବ ମଧ୍ୟ...

ଆଶାର ଆଲୋକ 

କ୍ୟାନ୍‌ସର ଏକ ରୋଗ; ଯାହା ଶରୀରକୁ ଦିଏ ଅସହ୍ୟ ଯନ୍ତ୍ରଣା। ଜୀବନ ମରଣର ଦୋ ଛକିରେ ଧନ୍ଦି ହୁଏ ମଣିଷ। ଭାଙ୍ଗିଯାଏ ମନୋବଳ, ମାଡିବସେ ଅବସାଦର...

ପ୍ରତିଷେଧକ ହିଁ ପ୍ରକୃତ ନିଦାନ

ଶରୀରରେ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଥାଏ। ତେବେ ପ୍ରତିଷେଧକ ବ୍ୟବସ୍ଥା ହିଁ ପ୍ରକୃତ ନିଦାନ । ପ୍ରତିବର୍ଷ ଜୁଲାଇ ୨୮ରେ ପାଳନ କରାଯାଉଥିବା ବିଶ୍ୱ ହେପାଟାଇଟିସ୍‌...

ରିକମ୍ବିନାଣ୍ଟ ଡିଏନ୍‌ଏ

”ଡିଏନ୍‌ଏର ଆକୃତି ଓ କାର୍ଯ୍ୟପ୍ରଣାଳୀ ବିଷୟରେ ଜେମ୍ସ ୱାଟ୍‌ସନ ଓ ଫ୍ରାନ୍ସିସ୍‌ କ୍ରିକ୍‌ ପ୍ରଥମେ ଗବେଷଣା କରିଥିଲେ, ଯାହା ୧୯୫୩ ମସିହାରେ ପ୍ରସିଦ୍ଧ ‘ନେଚର ପତ୍ରିକା’ରେ...

ଅଜବ ଏହି ଚେୟାର୍‌

ଆରାମ ଦେବା ସହ ଘରର ଲୁକ୍‌ ବି ବଦଳାଇପାରେ ଚେୟାର୍‌ । ତେବେ ଆମେ ଏଠାରେ ଯେଉଁ ଚେୟାର୍‌ କଥା କହୁଛୁ ସେଗୁଡ଼ିକର ଡିଜାଇନ୍‌ ବହୁତ...

ରିଲାକ୍ସ ଥେରାପି

ସୁସ୍ଥ ତଥା ନୀରୋଗ ଜୀବନ ଯାପନ ପଛରେ ବ୍ୟାୟାମର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଯଦି ଜଣେ ନିଜ ଦୈନନ୍ଦିତ ଜୀବନ ତାଲିକାରେ ଏହାକୁ ସାମିଲ କରେ...

Advertisement
Archives

Model This Week