ହାତୀ ମୃତ୍ୟୁର କାରଣ ଖୋଜୁଛି ବନ ବିଭାଗ

କେନ୍ଦୁଝର,୧୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ସାରୁକୁଦର ଗ୍ରାମ ନିକଟ ପାରାଭାଡି ଜଙ୍ଗଲରେ ମୃତ୍ୟୁ ଘଟିଥିବା ଏକ ମାଈ ହାତୀକୁ ଦେଖିବାକୁ ଡିଏଫ୍‌ଓ ଅଜିତ୍‌ ଶତପଥୀ, ଆରସିସିଏଫ୍‌ ଅରୁଣ କୁମାର ମିଶ୍ର , ଭେଟନାରୀ କଲେଜ, ଭୁବନେଶ୍ୱରର ପାଥଲୋଜି ଡାକ୍ତର ଆଦିତ୍ୟ ଆଚାର୍ଯ୍ୟ, ଆନିମଲ ଡିଜିଜ୍‌ ରିସର୍ଚ୍ଚ ସଂସ୍ଥାନର ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରଫୁଲ୍ଲ ଦାସ, ନନ୍ଦନକାନନର ଡ. ସନ୍ତୋଷ ଗୁପ୍ତା, ଏଡିଭିଓ କେନ୍ଦୁଝର ଡ. ବିନୟ ଶତପଥୀ ପ୍ରମୁଖ ଉପସ୍ଥିତ ରହି ହାତୀ ମୃତ୍ୟୁର କାରଣ ସମୀକ୍ଷା କରୁଛନ୍ତି। ବ୍ୟବଚ୍ଛେଦ ପରେ କାରଣ ଜଣାପଡ଼ିବ ବୋଲି ସେମାନେ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ୪ଟି ମାଈ ହାତୀଙ୍କ ସମାନ ଭାବେ ମୃତ୍ୟୁ ଘଟିଥିବାରୁ ଏହାକୁ ନେଇ ତର୍ଜମା ଆରମ୍ଭ ହୋଇଛି। ପୂର୍ବରୁ ଯାଇଥିବା ମୃତ ହାତୀର ରିପୋର୍ଟ ଅଦ୍ୟାବଧି ଆସି ନ ଥିବା ବେଳେ ହାତୀ ମୃତ୍ୟୁର ସଠିକ୍‌ କାରଣ ଓ ନିରାକରଣ କରାଯାଇ ପାରୁନାହିଁ। ଏଣୁ ତୁରନ୍ତ ପ୍ରତିକାର କରା ନ ଗଲେ ଆହୁରି ହାତୀ ମରିବା ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri