କରୋନା: ୮୯୦ କୋଟି ଦ୍ୱିତୀୟ କିସ୍ତି ମଞ୍ଜୁର କଲା କେନ୍ଦ୍ର

ଭୁବନେଶ୍ୱର,୭ା୮(ବ୍ୟୁରୋ): କେନ୍ଦ୍ର ସରକାର କୋଭିଡ-୧୯ ମୁକାବିଲା କରିବାକୁ ଜରୁରୀ ସ୍ବାସ୍ଥ୍ୟସେବା ପ୍ୟାକେଜର ଦ୍ୱିତୀୟ କିସ୍ତି ବାବଦରେ ଓଡିଶା ସମେତ ୨୨ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ୮୯୦.୩୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଅର୍ଥ କୋଭିଡ-୧୯ ବୃଦ୍ଧି ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଉପରେ ପଡୁଥିବା ଆର୍ଥିକ ଚାପକୁ ହ୍ରାସ କରିବାକୁ ମଞ୍ଜୁର କରାଯାଇଛି। ଏହି ଅର୍ଥରେ ସ୍ବାସ୍ଥ୍ୟ ଭିତ୍ତିଭୁମି, ଉପକରଣ, ଆରଟି-ପିସିଆର ମେସିନ, ଆରଏନଏ କିଟ୍‌ ଆଦି କ୍ରୟ କରାଯିବ। ଏଠାରେ ସୂଚନାଯୋଗ୍ୟ, କେନ୍ଦ୍ର ସରକାର ପ୍ରଥମ ପର୍ଯ୍ୟାୟରେ ୩ ହଜାର କୋଟି ଟଙ୍କା ମଞ୍ଜୁର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri