୬.୩ ଲକ୍ଷ କୋଟିର ବ୍ୟୟ ମଞ୍ଜୁରୀ ଲୋଡ଼ିଲା କେନ୍ଦ୍ର

ନୂଆଦିଲ୍ଲୀ: ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଅତିରିକ୍ତ ୬.୩ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବା ଲାଗି କେନ୍ଦ୍ର ସରକାର ମଞ୍ଜୁରୀ ଲୋଡ଼ିଛନ୍ତି। ଦ୍ୱିତୀୟ ଏବଂ ଅତିରିକ୍ତ ଖର୍ଚ୍ଚ ଦାବି ଭାବେ ଏହାକୁ ଉପସ୍ଥାପନ କରାଯାଇଛି। ଏହି ପ୍ରସ୍ତାବରେ ନେଟ୍‌ ୪.୧ ଲକ୍ଷ କୋଟି ଟଙ୍କାର ପ୍ରଭାବ ରାଜକୋଷ ଉପରେ ପଡିବ। ସେହିଭଳି ଅନ୍ୟ ଅର୍ଥ ରାଜସ୍ବ ସଂଗ୍ରହ ଏବଂ ମନ୍ତ୍ରଣାଳୟଗୁଡିକର ସଞ୍ଚୟରୁ ଖର୍ଚ୍ଚ ବ୍ୟବସ୍ଥା କରାଯିବ। ଚଳିତ ଆର୍ଥତ୍କ ବର୍ଷର ପରିବର୍ତ୍ତିତ ବଜେଟ ଧାର୍ଯ୍ୟ ଲକ୍ଷ୍ୟରେ ଏହାକୁ ସାମିଲ ମଧ୍ୟ କରାଯାଇଛି। ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗର ଖର୍ଚ୍ଚ ଲାଗି ୩ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରାଯିବା ନେଇ ମଞ୍ଜୁରୀ ଲୋଡାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri