ସୁନା ଆମଦାନୀ ଶୁଳ୍କ ବୃଦ୍ଧିକୁ କେନ୍ଦ୍ର ସମୀକ୍ଷା କରିବା ଉଚିତ

ନୂଆଦିଲ୍ଲୀ,୭ା୭: କେନ୍ଦ୍ର ସରକାର ନିକଟରେ ସୁନା ଉପରେ ଆମଦାନୀ ଶୁଳ୍କକୁ ୧୫ପ୍ରତିଶତକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏପରିକି ଆମଦାନୀ ଶୁଳ୍କ ସହ ୨.୫%ର କୃଷି ସେସ୍‌ ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଏହା ଫଳରେ ଅଳଙ୍କାର ବ୍ୟବସାୟ ଉପରେ ଶତକଡ଼ା ପ୍ରଭାବ ପଡିବ ବୋଲି ମାଲାବାର ଗ୍ରୁପ୍‌ର ଅଧ୍ୟକ୍ଷ ଏମପି ଅହମ୍ମଦ ମତବ୍ୟକ୍ତି କରିଛନ୍ତି।
ସେହିଭଳି ଆମଦାନୀ ଶୁଳ୍କର ବୃଦ୍ଧି ଯୋଗୁ ବ୍ୟବସାୟୀ ଟିକସ ହ୍ରାସ ପାଇ ବ୍ୟାପକ ପରିମାଣରେ ସୁନା ଚୋରା ଚାଲାଣର କାରଣ ମଧ୍ୟ ହୋଇପାରେ। ଫଳସ୍ବରୂପ, ସରକାର ବିପୁଳ ପରିମାଣର ରାଜସ୍ବ ହରାଇପାରନ୍ତି। ଅପରପକ୍ଷରେ ଟିକସ ଫାଙ୍କିବା ଏବଂ ଚୋରା କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ନିକଟରେ ଆମଦାନୀ ଶୁଳ୍କ ହ୍ରାସ କରିଥିଲେ, କିନ୍ତୁ ବର୍ତ୍ତମାନ ଉକ୍ତ ଶୁଳ୍କ ବୃଦ୍ଧି ପୁନର୍ବାର ଚୋରା ଚାଲାଣ ଓ ଅନ୍ୟାନ୍ୟ କାର୍ଯ୍ୟକୁ ବଳ ଯୋଗାଇବ। ସେଥିପାଇଁ ସୁନା ଉପରେ ଆମଦାନୀ ଶୁଳ୍କ ବୃଦ୍ଧି ଉପରେ ସମୀକ୍ଷା କରିବାକୁ ଆମେ ସରକାରଙ୍କୁ ଅନୁରୋଧ କରୁଛୁ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri