ସୁନା ଆମଦାନୀ ଶୁଳ୍କ ବୃଦ୍ଧିକୁ କେନ୍ଦ୍ର ସମୀକ୍ଷା କରିବା ଉଚିତ

ନୂଆଦିଲ୍ଲୀ,୭ା୭: କେନ୍ଦ୍ର ସରକାର ନିକଟରେ ସୁନା ଉପରେ ଆମଦାନୀ ଶୁଳ୍କକୁ ୧୫ପ୍ରତିଶତକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏପରିକି ଆମଦାନୀ ଶୁଳ୍କ ସହ ୨.୫%ର କୃଷି ସେସ୍‌ ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଏହା ଫଳରେ ଅଳଙ୍କାର ବ୍ୟବସାୟ ଉପରେ ଶତକଡ଼ା ପ୍ରଭାବ ପଡିବ ବୋଲି ମାଲାବାର ଗ୍ରୁପ୍‌ର ଅଧ୍ୟକ୍ଷ ଏମପି ଅହମ୍ମଦ ମତବ୍ୟକ୍ତି କରିଛନ୍ତି।
ସେହିଭଳି ଆମଦାନୀ ଶୁଳ୍କର ବୃଦ୍ଧି ଯୋଗୁ ବ୍ୟବସାୟୀ ଟିକସ ହ୍ରାସ ପାଇ ବ୍ୟାପକ ପରିମାଣରେ ସୁନା ଚୋରା ଚାଲାଣର କାରଣ ମଧ୍ୟ ହୋଇପାରେ। ଫଳସ୍ବରୂପ, ସରକାର ବିପୁଳ ପରିମାଣର ରାଜସ୍ବ ହରାଇପାରନ୍ତି। ଅପରପକ୍ଷରେ ଟିକସ ଫାଙ୍କିବା ଏବଂ ଚୋରା କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ନିକଟରେ ଆମଦାନୀ ଶୁଳ୍କ ହ୍ରାସ କରିଥିଲେ, କିନ୍ତୁ ବର୍ତ୍ତମାନ ଉକ୍ତ ଶୁଳ୍କ ବୃଦ୍ଧି ପୁନର୍ବାର ଚୋରା ଚାଲାଣ ଓ ଅନ୍ୟାନ୍ୟ କାର୍ଯ୍ୟକୁ ବଳ ଯୋଗାଇବ। ସେଥିପାଇଁ ସୁନା ଉପରେ ଆମଦାନୀ ଶୁଳ୍କ ବୃଦ୍ଧି ଉପରେ ସମୀକ୍ଷା କରିବାକୁ ଆମେ ସରକାରଙ୍କୁ ଅନୁରୋଧ କରୁଛୁ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri