Posted inରାଜ୍ୟ

କେନ୍ଦ୍ରୀୟ ସଂସ୍ଥାକୁ ଦିଆଯାଉ ପରୀ ହତ୍ୟାକାଣ୍ଡର ତଦନ୍ତ ଭାର

ନୟାଗଡ଼ ଅଫିସ,୧୯ା୧୨ : ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଏନ୍‌ସିପିସିଆର) । ମାମଲାକୁ ଅଧିକ ଗୁରୁତ୍ୱ ଦେବା ଓ କେନ୍ଦ୍ରୀୟ ସଂସ୍ଥା ଦ୍ୱାରା ତଦନ୍ତ ପାଇଁ ସୁପାରିସ କରିବାକୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି ଏନ୍‌ସିପିସିଆର। ଏହାଛଡ଼ା କର୍ତ୍ତବ୍ୟରେ ତ୍ରୁଟି କରିଥିବା ତଦନ୍ତକାରୀ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି। ଏ ସମ୍ପର୍କରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ୍‌ ପାତ୍ର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସମ୍ବିତ୍‌ ପରୀ ହତ୍ୟାକାଣ୍ଡର ଭ୍ରମାତ୍ମକ ତଦନ୍ତ ହେଉଥିବା ନେଇ ଏନ୍‌ସିପିସିଆରର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମରାମତି ହେଉନି ଓଭରବ୍ରିଜ୍‌: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲା ସିଭିଲ ସୋସାଇଟି

ବାଲେଶ୍ୱର ଅଫିସ,୨୯।୧୦-ବାଲେଶ୍ୱର ଫକୀରମୋହନ ଗୋଲେଇରୁ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଥିବା ରାଜ୍ୟର ସର୍ବପୁରାତନ ଓ ପ୍ରଥମ ଓଭରବ୍ରିଜ୍‌ର ମରାମତି ପାଇଁ ଦୀର୍ଘଦିନ ହେଲା ସିଭିଲ୍‌ ସୋସାଇଟି ଆନ୍ଦୋଳନ...

ରାଜ୍ୟରୁ ଆଉ ୯ ଜୀବନ ନେଲା କରୋନା, ୭୧୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୧୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

କଳା ଦେଖାଇଛି ବାଟ

ସଂଗ୍ରାମୀ ଧରଣୀଧରଙ୍କ ତୈଳଚିତ୍ର, ଓଡ଼ିଆରେ ‘ମାଣିକ’ ଚଳଚ୍ଚିତ୍ର ନିର୍ମାଣ କରି ଏକଦା ଚର୍ଚ୍ଚାକୁ ଆସିଥିଲେ ବହୁମୁଖୀ ପ୍ରତିଭାସମ୍ପନ୍ନ କଳାକାର ରଘୁ ପିଲାଇ। ପରିଣତ ବୟସର ନୂଆ...

କ୍ରୀଡ଼ାକୁ ପ୍ରୋତ୍ସାହନ:ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବା ରାଜ୍ୟ ମଧ୍ୟରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ନିକଟରେ ଶେଷ ହୋଇଥିବା ଇଣ୍ଡିଆ ସ୍ପୋର୍ଟସ ସମିଟ୍‌ରେ ଏଥିପାଇଁ ରାଜ୍ୟକୁ ପୁରସ୍କୃତ...

ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଦେଖାଇଲେ କଳାପତାକା

ଗୋଳାମୁଣ୍ଡା,୧।୧୧(ଡି.ଏନ.ଏ): ବହୁ ଚର୍ଚ୍ଚିତ ମହାଳିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣା ଦିନଠାରୁ ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର...

ଆଦିବାସୀଙ୍କ ନାମରେ ଟଙ୍କା ହଡ଼ପ

ନୀଳଗିରି,  ୧।୭ (ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଆଦିବାସୀଙ୍କ ନାମରେ ଜବକାର୍ଡ଼ ଖୋଲିବା ନାଁରେ ଲକ୍ଷାଧିକ ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ବରହମପୁର...

ଶ୍ରୀମନ୍ଦିର ଖୋଲିବା ଦାବିରେ ବାଜିଲା ଘଣ୍ଟ

ପୁରୀ ଅଫିସ,୨୮।୧୦: ମହାମାରୀ କରୋନା ପାଇଁ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିର ସମେତ ରାଜ୍ୟର ଅନ୍ୟ ମନ୍ଦିରଗୁଡ଼ିକୁ ଭକ୍ତଙ୍କୁ ଛଡାଯାଉ ନାହିଁ। ଭକ୍ତଙ୍କ...

ଆଜିଠୁ ବନ୍ଦ ହେଲା ସମସ୍ତ ବେଳାଭୂମି

ବ୍ରହ୍ମପୁର ଅଫିସ,୧୩ା୧: ସାରା ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ଗୁରୁବାର ୧୦ ହଜାର ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ...

Advertisement
Archives

Model This Week