Posted inଜାତୀୟ

ଟିକାକରଣରେ ସିରିଞ୍ଜ୍‌ର ଅଭାବ: ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୯ା୧୦: ଘରୋଇ ଉତ୍ପାଦନ ତଥା ଯୋଗାଣ ବୃଦ୍ଧି ପାଇଁ ସିରିଞ୍ଜ ରପ୍ତାନି ଉପରେ କେନ୍ଦ୍ର ସରକାର ପ୍ରତିବନ୍ଧକ ଲଗାଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଶନିବାର କୁହାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତ୍ତି ଅନୁଯାୟୀ, ୩ ମାସ ପାଇଁ କେବଳ ତିନୋଟି ବର୍ଗର ସିରିଞ୍ଜ ଉପରେ ଏହି ପ୍ରତିବନ୍ଧକ ଲଗାଯାଇଛି।

ମନ୍ତ୍ରଣାଳୟ କହିଛି, ସମସ୍ତ ଯୋଗ୍ୟ ନାଗରିକଙ୍କୁ ଟିକାକରଣ ପାଇଁ ସିରିଞ୍ଜ ଗୁରୁତ୍ୱପୂର୍ଣ୍ଣ ଅଟେ। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ପ୍ରାୟ ୯୪ କୋଟି ଟିକା ଦିଆଯାଇଛି ଏବଂ ଶୀଘ୍ର ୧୦୦ କୋଟି ଟିକା ମିଳିବ।

ବିଶେଷଜ୍ଞଙ୍କ ଅନୁଯାୟୀ, ବିଶ୍ୱ ଜନସଂଖ୍ୟାର ୬୦ ପ୍ରତିଶତ ଲୋକଙ୍କୁ କରୋନା ଟିକା ଦେବା ପାଇଁ ୮୦୦ରୁ ୧୦୦୦ କୋଟି ସିରିଞ୍ଜ ଆବଶ୍ୟକ। ହିନ୍ଦୁସ୍ତାନ ସିରିଞ୍ଜ ଏବଂ ମେଡିକାଲ ଡିଭାଇସ (HMD) ଏବଂ ଇସ୍କନ (ISKCON) ସର୍ଜିକାଲ ବିଶ୍ୱର ସବୁଠୁ ବଡ଼ ସିରିଞ୍ଜ ନିର୍ମାତା। ଯାହାକି ଭାରତର ଅଟେ। ଏଭଳି ପରିସ୍ଥିତିରେ ଭାରତରୁ ବିଶ୍ୱର ଆଶା ସ୍ବାଭାବିକ ହୋଇଥାଏ। କରୋନା ମହାମାରୀ ପୂର୍ବରୁ ଭାରତ ୨୦୦ କୋଟି ସିରିଞ୍ଜ ରପ୍ତାନି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?