Posted inଜାତୀୟ

କମୁଛି କୋଭିଡ୍‌ ପରୀକ୍ଷା ହାର,ଉଦ୍‌ବେଗ ପ୍ରକାଶ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୮।୧(ପି.ଟି.): ଅଧିକାଂଶ ରାଜ୍ୟ ଓ କେନ୍ଦ୍ରଶାସିିତ ଅଞ୍ଚଳରେ କୋଭିଡ୍‌ ପରୀକ୍ଷା ହାର କମୁଛି। ଏହାକୁ ନେଇ କେନ୍ଦ୍ର ସରକାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ତୁରନ୍ତ ପରୀକ୍ଷା ବଢ଼ାଇବା ଲାଗି ରାଜ୍ୟଗୁଡ଼ିକୁ ପରାମର୍ଶ ଦିଆଯାଇଛି। ପରୀକ୍ଷା ବଢ଼ିଲେ ସଂକ୍ରମିତ ଚିହ୍ନଟ ହେବା ସହ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକେ ସତର୍କ ହୋଇପାରିବେ। ଏହାଦ୍ୱାରା ମହାମାରୀକୁ ରୋକାଯାଇପାରିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅତିରିକ୍ତ ସଚିବ ଆରତି ଆହୁଜା ମଙ୍ଗଳବାର କହିଛନ୍ତି। ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଏବେ ସାରା ଦେଶକୁ ବ୍ୟାପିସାରିଲାଣି। ଓମିକ୍ରନ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମହାମାରୀ ପରିଚାଳନା ନିମନ୍ତେ ବ୍ୟାପକ ଯୋଜନା ପ୍ରସ୍ତୁତ କରିବା ଲାଗି ଗତ ମାସ ୨୭ରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଥିଲା। ତେବେ ପରୀକ୍ଷା ହାର ଯଥେଷ୍ଟ କମିଥିବା ଆଇସିଏମ୍‌ଆର୍‌ ପୋର୍ଟାଲରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

ପୁଣି କରୋନା ଭଳି ହେବ ଲକ୍‌ଡାଉନ! ଇବୋଲା ଭୂତାଣୁକୁ ନେଇ ଭାରତରେ ହାଇଆଲର୍ଟ: ଜାଣନ୍ତୁ ସରକାରଙ୍କ ଗାଇଡଲାଇନ

ନୂଆଦିଲ୍ଲୀ, ୨୬।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହିତ ଏକ ବୈଠକରେ ଇବୋଲା ନିବାରଣ, ନିରୀକ୍ଷଣ ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ସମୀକ୍ଷା କରାଯାଇଛି। କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri