ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ

ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ୭୨ ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିିଆରେପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଜିଲାରେ କୋଭିଡ ନିୟନ୍ତ୍ରଣରେ ରହିଛି। ଏଥିଲାଗି ଜନସାଧାରଣ ଓ ଜିଲା ପ୍ରଶାସନକୁ ଶୁଭେଚ୍ଛା ଦେଇଥିଲେ। ଏହି ଅବସରରେ କୋଭିଡ ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି, ଜିଲା ଆରକ୍ଷୀ ଅଧୀକ୍ଷକ ଅଜୟ ପ୍ରତାପ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲାନି ଏକାଦଶ: ହାଇକୋର୍ଟ ଯିବାକୁ ଅଭିଭାବକଙ୍କ ଚେତାବନୀ

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ବର୍ଷ ଏକାଦଶ ଶ୍ରେଣୀ ନ ଖୋଲିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ସଂଘ ଏ ନେଇ ହାଇକୋର୍ଟ...

ଜଟଣୀ ମ୍ୟୁନିସିପାଲିଟି: ୫ ଲକ୍ଷ ଫନୀ ଟଙ୍କା ହଡ଼ପ

ଜଟଣୀ,୩।୮(ଡି.ଏନ.ଏ.): ବିଗତ ଦିନରେ ଲାଞ୍ଚ ନେବା, ଭତ୍ତା ଟଙ୍କା ହଡ଼ପ କରିବା ଆଦି ବିଭିନ୍ନ ଦୁର୍ନୀତିମୂଳକ କାର୍ଯ୍ୟ କରି ଜଟଣୀ ମ୍ୟୁନିସିପାଲିଟିର କେତେଜଣ କର୍ମଚାରୀ ଭିଜିଲାନ୍ସ...

ବଢୁଛି ପଥର ଚୋରି

ଖୋର୍ଦ୍ଧା ଅଫିସ,୯ା୧: ଖୋର୍ଦ୍ଧା ସବ୍‌ଡିଭିଜନରେ ମାଙ୍କଡା, କଳାମୁଗୁନି ପଥର ଚୋରି ବଢ଼ିବାରେ ଲାଗିଛି। ତହସିଲ କର୍ତ୍ତୃପକ୍ଷ ଓ ପୋଲିସର ଚଢାଉ ପଥର ଚୋରିକୁ ରୋକିବାରେ ସକ୍ଷମ...

ସ୍ବତନ୍ତ୍ର ପ୍ୟାକେଜ ଦାବିକଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ,୨୬।୯: ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ (ଆର୍‌ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଚାଲିଛି। ମାତ୍ର ଏହି ପ୍ରକଳ୍ପ ଲାଗି କ୍ଷତିଗ୍ରସ୍ତ...

ଏସ୍‌ଟିଏଫ୍‌ ଅଭିଯାନ ପରେ ଚେତିଲା କମିଶନରେଟ୍‌ ପୋଲିସ: ହଳଦୀପଡ଼ିଆ ବସ୍ତିରେ ୬ ନିଶା ବ୍ୟବସାୟୀଙ୍କ ଘର ଭାଙ୍ଗିଲା

କଟକ ରୋଡ, ୨୯।୭(ଡି.ଏନ୍‌.ଏ.): ରାଜଧାନୀର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀପଡ଼ିଆ ବସ୍ତିରେ ବେଧଡ଼କ ବ୍ରାଉନ୍‌ସୁଗାର ବ୍ୟବସାୟ ଚାଲିଛି। ଦୀର୍ଘ ୧୦ବର୍ଷ ଧରି ଏଭଳି ବେଆଇନ...

ସୁସ୍ଥ ହୋଇ ଫେରିଲେ କେପି

ଢେଙ୍କାନାଳ ଅଫିସ୍‌, ୧୭ା୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ତଥା ବରିଷ୍ଠ କଂଗ୍ରେସ ନେତା କାମାକ୍ଷା ପ୍ରସାଦ ସିଂଦେଓ (କେପି) ସୁସ୍ଥ ହୋଇ ଫେରିଛନ୍ତି। ଖୁବ୍‌...

ଭଞ୍ଜନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର, ୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି...

ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସକୁ ପିଟିଲେ

ବାଲିପାଟଣା,୨୨।୫(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ କୃଷ୍ଣପୁର ମେଳଣ ପଡ଼ିଆରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌ ଚଢ଼ାଉ ବେଳେ ଆକ୍ରମଣର ଶିକାର...

Advertisement
Archives

Model This Week