ଗିନିଜ ବୁକ୍‌ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଲା କେନ୍ଦୁଝରର ୭୨ ଫୁଟର ରଥ

କେନ୍ଦୁଝର,୭।୫(ସ୍ବ.ପ୍ର.): କେନ୍ଦୁଝରର କାଠରେ ନିର୍ମିତ ରଥ ବିଶ୍ୱର ସବୁଠାରୁ ଉଚ୍ଚ ରଥର ମାନ୍ୟତା ଲାଭ କରିବା ସହ ଗିନିଜ ବୁକ୍ସ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଛି। ଉପଜିଲାପାଳ ରାମଚନ୍ଦ୍ର କିସ୍କୁ ଏନେଇ ସୂଚନା ଦେଇଛନ୍ତି।

କେନ୍ଦୁଝରର ରଥଯାତ୍ରାରେ ତିନି ଠାକୁର ଗୋଟିଏ ରଥରେ ଯାତ୍ରା କରିଥାନ୍ତି। କେନ୍ଦୁଝର ବଳଦେବଜୀଉ ମନ୍ଦିରର ମୁଖ୍ୟ ଦେବତା ପ୍ରଭୁ ବଳଭଦ୍ର ହୋଇଥିଲେ ବି ଏହି ରଥର ନାମ ନନ୍ଦିଘୋଷ ଦିଆଯାଇଛି। ତେବେ କାଠରେ ନିର୍ମାଣ ହୋଇଥିବା ଏହି ରଥର ଉଚ୍ଚତା ୭୨ ଫୁଟ। ଏଥିରେ ୧୬ ଚକ ଥାଏ। ବିଭିନ୍ନ ପର୍ଯ୍ୟାୟରେ ଗିନିଜ ବୁକ ଅଫ ୱାର୍ଲଡ ରେକର୍ଡସ ଅଧିକାରୀ ଯାଞ୍ଚ କରିବା ପରେ ଏହାକୁ ଗିନିଜ ରେକର୍ଡରେ ସ୍ଥାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ମଇଦାନରେ ବିଦେଶୀ ବୋହୂ

ପୁରୀ ଅଫିସ,୧୦।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରତିଦ୍ୱନ୍ଦ୍ୱିତା କରିଥିବା ପ୍ରାର୍ଥୀମାନେ ଅଭିନବ ଉପାୟରେ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି। କେହି କେହି...

ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ଝିଅ ବାହାଘର ପାଇଁ ଥିବା ସୁନାଗହଣା

ବଅଁରପାଳ,୨୫।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜାନକୀ ବେହେରା, ଚିନ୍ତାମଣି...

ଓଡ଼ିଶାରେ ହେଉ ୫ ବିମାନବନ୍ଦର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): କେନ୍ଦ୍ର ସରକାର ଆଞ୍ଚଳିକ ଯୋଗାଯୋଗକୁ ବ୍ୟାପକ କରିବା ସହ ସମସ୍ତଙ୍କ ପାଇଁ ଆକାଶପଥକୁ ସୁଗମ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହାସହ ଅର୍ଥନୈତିକ ଅଭିବୃଦ୍ଧି ନେଇ...

ଆଜି ଶଙ୍ଖ ଧରିବେ ପ୍ରଦୀପ

ନବରଙ୍ଗପୁର,୬।୧୧(ବି.ପ୍ର.): ପୂର୍ବତନ ନବରଙ୍ଗପୁର ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ବିଦ୍ଧିବଦ୍ଧଭାବେ ଯୋଗଦେବେ। ସ୍ଥାନୀୟ ସର୍କିଟ ହାଉସ ନିକଟସ୍ଥ ପଡ଼ିଆ ଠାରେ ପୂର୍ବାହ୍ନ ୧୧ଟାରେ ଆୟୋଜିତ...

ଭୁବନେଶ୍ୱରରେ ୨୩୫ ଡେଙ୍ଗୁ ରୋଗୀ, ଦିନକରେ ୪୩ ଚିହ୍ନଟ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଭୁବନେଶ୍ୱରରେ ଭୟଙ୍କର ରୂପ ନେଲାଣି ଡେଙ୍ଗୁ। ଗତ ୧୫ ତାରିଖ ସୁଦ୍ଧା ସହରରୁ ୧୧୩ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ ଶେଷ ୬ଦିନରେ ଆଉ...

ଆମପାଣି ଫରେଷ୍ଟରଙ୍କ ନାଁରେ ଶ୍ରମିକଙ୍କ ଅର୍ଥ ଆତ୍ମସାତ ଅଭିଯୋଗ: ତଦନ୍ତ ଲାଗି ପହଞ୍ଚିଲେ ଡେପୁଟି କଞ୍ଜରଭେଟର

କୋକସରା,୨୨।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଧର୍ମଗଡ଼ ବନାଞ୍ଚଳ ଆମପାଣି ସେକ୍ସନ ଫରେଷ୍ଟର ଜଗନ୍ନାଥ ନାଗଙ୍କ ନାମରେ ଭିଏସ୍‌ଏସ୍‌ କମିଟି ସଭାପତି ଓ ଶ୍ରମିକମାନେ ଲକ୍ଷାଧିକ...

ଏବେ ବି ବିପଦସଙ୍କୁଳ ଅବସ୍ଥାରେ ହଷ୍ଟେଲ କୋଠା

ବ୍ରହ୍ମପୁର ଅଫିସ ୭ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ ଶୌଚାଳୟ କୋଠା ଭୁଶୁଡିବା ଘଟଣା ଏକମାସରୁ ଊର୍ଦ୍ଧ୍ୱ ବିତିଲାଣି। ତଥାପି...

ସାଳନ୍ଦୀ ହସ୍‌ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା,୧୨୦ ବେଡ ପ୍ରସ୍ତୁତ, କାର୍ଯ୍ୟରେ ଅବହେଳା ଲାଗି ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ନିଲମ୍ବିତ

ଭଦ୍ରକଅଫିସ, ୮।୪- କରୋନା ମହାମାରୀର ମୁକାବିଲା କରିବା ଲାଗି ଜାରି ରହିଥିବା ଲକ୍ ଡାଉନ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟା ଠାରୁ ଦିନ ୧ଟା...

Advertisement
Archives

Model This Week