ବାହୁଡ଼ାରେ ମହାପ୍ରଭୁଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ଶେଷ କରିବା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଛନ୍ତି ମହାପ୍ରଭୁ। ଭକ୍ତଶୂନ୍ୟ ବାହାଡ଼ାଯାତ୍ରାରେ ମହାପ୍ରଭୁଙ୍କ ନୀତିକାନ୍ତି ସଅଳ ଅନୁଷ୍ଠିତ ହୋଇଥିଲା। ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ମହାପ୍ରଭୁଙ୍କ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟା ୨୫ରେ ବିଜେ କାହାଳୀ ବାଜି ପ୍ରଥମେ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ପ୍ରତି ୧ ଘଣ୍ଟା ବ୍ୟବଧାନରେ ରଥ ଟାଣିବା ଲାଗି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହି ଅନୁଯାୟୀ ମଧ୍ୟାହ୍ନ ୧୨.୨୫ ରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଏବଂ ଶେଷରେ ଅର୍ଥାତ୍‌ ୧ଟା ୨୫ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri