ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨୧ା୫: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି। ୧୨ଟି ରଥ ଟଣା ଦଉଡ଼ି ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ ଦଉଡ଼ି ପ୍ରସ୍ତୁତ କରୁଥିଲେ। ତେବେ ଆଜି ଏହି ଦଉଡ଼ି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚିଛି। ଏହି ରଥ ଦଉଡ଼ିର ଲମ୍ବ ୨୨୦ ଫୁଟ ହୋଇଥିବା ବେଳେ ଏହାର ମୋଟେଇ ରହିଛି ୮ ଇଞ୍ଚ।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ମହାପ୍ରଭୁଙ୍କ ରଥଯାତ୍ରା ଗତ ଦୁଇବର୍ଷ ହେଲା କେବଳ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଥିଲା। ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଟଣା ହେବ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

ଅଶୋଧିତ ତୈଳ ମୂଲ୍ୟ ହ୍ରାସ:ଆମେରିକା-ଇରାନ ଚୁକ୍ତି ପରେ ପ୍ରଥମ ଜାହାଜ ଭାବେ ହର୍ମୁଜ ଛାଡ଼ିଲା ‘ଦିଶା’

ଓ୍ବାଶିଂଟନ,୧୫।୬: ପାକିସ୍ତାନ ଏବଂ କତାର ମଧ୍ୟସ୍ଥତା ମାଧ୍ୟମରେ ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ବିବାଦ ଯୋଗୁ ମାସ ମାସ ଧରି…

କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ

କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri