ଖୋଲାଯାଉଛି ତାଳଧ୍ୱଜ ରଥ

ପୁରୀ ଅଫିସ,୬।୮: ସିଂହଦ୍ୱାର ସମ୍ମୁଖରେ ଥିବା ୩ ରଥ ଖୋଲା କାର୍ଯ୍ୟ ଜାରି ରହିଛି। ବୁଧବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଖୋଲା ଶେଷ ହୋଇଥିବା ବେଳେ ଗୁରୁବାର ସକାଳୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଆରମ୍ଭ ହୋଇଛି। ଦର୍ପଦଳନ ରଥର ଖୋଲାଯାଇଥିବା ଅଂଶକୁ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ରଖାଯାଇଛି। ତାଳଧ୍ୱଜ ରଥର କଳସ, ଓଲଟଶୁଆ,ଖପୁରୀ ଆଦି ଖୋଲା ଯାଇଥିବା ବେଳେ ତାରାଭାଡ଼ି ଖୋଲା କାମ ଜାରି ରହିଛି। ୧୫ଜଣ ଭୋଇ ସେବକ, ୬ କମାର ସେବକ, ତିନି ରଥର ମୁଖ୍ୟ ମହାରଣା ଏହି କାମରେ ଲାଗିଛନ୍ତି। ଏବର୍ଷ ତିନି ରଥ ଭଙ୍ଗାଯାଇ ରଖାଯିବ ନାହିଁ। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପରିସରରେ ଏହି ତିନି ରଥକୁ ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ, କୁଆପଥର ବର୍ଷା

ଆଠମଲ୍ଲିକ, ୪ା୩(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସହରରେ ବୁଧବାର ଅପରାହ୍ନରେ ହଠାତ୍‌ ପ୍ରବଳ ବେଗରେ ପବନ ମାଡ଼ିଆସିବା ସହ କୁଆପଥର ବର୍ଷା ହୋଇ ବ୍ୟାପକ...

ସ୍ବତନ୍ତ୍ର କାଉଣ୍ଟରରେ ଆଳୁ, ପିଆଜ ବିକ୍ରି କରିବ ଏସ୍‌ଏଚ୍‌ଜି

ବାଲେଶ୍ୱର ଅଫିସ, ୨୭।୩-କରୋନା କଟକଣା ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ନିୟନ୍ତ୍ରଣ ଲାଗି ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ...

ଅଣଓଡ଼ିଆଙ୍କ ନିୟନ୍ତ୍ରଣରେ ନିଶା କାରବାର

ବାରିପଦା ଅଫିସ,୧୭।୭- ମୟୂରଭଞ୍ଜ ଜିଲାରେ ଚୋରା ମଦ ଓ ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସୀମାନ୍ତ ପଶ୍ଚିମବଙ୍ଗରୁ ଏହି ଜିଲାକୁ...

ସରୁଛି ପ୍ରଚାର: ମଇଦାନରେ ହେଭିଓ୍ବେଟ୍‌

ଭଦ୍ରକ ଅଫିସ,୧।୧୧: ଧାମନଗର ଉପ-ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ଦିନ ହୋଇଥିବା ବେଳେ ଜୋରଦାର ହେଉଛି କ୍ୟାମ୍ପେନ୍‌। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ...

ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ

କଣ୍ଟାପଡା,୧୫।୭(ଡି.ଏନ୍‌.ଏ.): ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ। କଟକ ଜିଲା କଣ୍ଟାପଡ଼ା ବ୍ଲକ ଓଲଟପୁରସ୍ଥିତ ଏସ୍‌ଭି ନିରତାର ଦିବ୍ୟାଙ୍ଗ ଚିକିତ୍ସା ଓ ଗବେଷଣା ଅନୁଷ୍ଠାନ ଛାତ୍ର ସଂସଦର...

ମାଲକାନଗିରି ପୋଲିସକୁ ବଡ ସଫଳତା: ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି,୨୬।୧(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଛତିଶଗଡ ସୀମାକୁ ଲାଗିଥିବା ତୁଳସୀ ପାହାଡ ନିକଟ ଜଙ୍ଗଲ ଅଞ୍ଚଳରେ ବିଭିନ୍ନ ସ୍ଥାନରୁ ମାଲକାନଗିରି ପୋଲସ ଓ ଏସ୍‌ଓଜି...

ଓଏମ୍‌ସି ଷ୍ଟାଫ୍‌ ବସ ଉପରକୁ ତୀରମାଡ଼, ଜଣେ ଗୁରୁତର

କେନ୍ଦୁଝର,୨୩।୧୦(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଦୈତାରୀ ମାଇନ୍ସରୁ କାମ ସାରି କର୍ମଚାରୀଙ୍କୁ ଧରି ଫେରୁଥିବା କମ୍ପାନୀ ବସ ଉପରେ ଦୁର୍ବୃତ୍ତଙ୍କ ଧନୁତୀରରେ ଆକ୍ରମଣ ଘଟଣା ଚାଞ୍ଚଲ୍ୟ ସୃଷ୍ଟି...

ଲଗାଣ ବର୍ଷାରେ ଲାଞ୍ଜିଗଡରେ ବନ୍ୟା ପରିସ୍ଥିତି: ଅନେକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ଅଞ୍ଚଳରେ ସୋମବାରଠାରୁ ବର୍ତ୍ତମାନ ଯାଏଁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତା ଉପରେ...

Advertisement
Archives

Model This Week