ସଂକ୍ରମଣ ଭୟ: ବାୟୋ ବବଲ୍‌ ସୁରକ୍ଷା ବଳୟରେ ହେବ ରଥ ନିର୍ମାଣ

ପୁରୀ ଅଫିସ,୨୧ା୫: ପୁରୀରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କରୋନା କଟକଣା ମଧ୍ୟରେ ବର୍ତ୍ତମାନ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ବି ଚାଲୁ ରହିଛି। ତେବେ ଏହି କାର୍ଯ୍ୟ କରୁଥିବା ମହାରଣା ସେବକମାନେ ଜଣକ ପରେ ଜଣେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ସଂକ୍ରମଣ ଭୟକୁ ଦୃଷ୍ଟିରେ ରଖି ବାୟୋ ବବଲ୍‌ ସୁରକ୍ଷା ବଳୟ ଭିତରେ ରଥ ନିର୍ମାଣ କାର୍ଯ୍ୟ ଚାଲିବାକୁ ମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି।

ବାୟୋ ବବଲ୍‌ ହେଉଛି ଏକ ସୁରକ୍ଷା ବଳୟ। କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ଏହା ଭିତରେ ରଖାଯିବ। ଏପରି କରିବା ଦ୍ୱାରା ସଂକ୍ରମଣ ଭେଦ କରିପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଭକ୍ତରେ ମେରୁ ଯାତ୍ରା

ସୋରଡ଼ା,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବିନା ଭକ୍ତରେ ବୁଧବାର ମେରୁ ଯାତ୍ରା ଅନୁଷ୍ଠିତ ହୋଇଛି। ସମସ୍ତ ମନ୍ଦିରରେ କଟକଣା ସହିତ ପୋଲିସ ମୁତୟନ କରାଯାଇଛି। ବିଧିମୁତାବକ ଦଣ୍ଡୁଆମାନଙ୍କୁ...

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା

ଗୁଣୁପୁର, ୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ା-ଗଜପତି ଜିଲା ସୀମାନ୍ତ କତାଗୁଡା ଘାଟିରେ ସୋମବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫...

ଗାଡ଼ି ଧକ୍କାରେ ଆହତ ହରିଣ ଉଦ୍ଧାର

ହିଞ୍ଜିଳିକାଟୁ,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଓ ଶିକିରି ତାରାତାରିଣୀ ରୋଡ୍‌ରେ ଗାଡ଼ିଧକ୍କାରେ ଏକ ଆହତ ହରିଣକୁ ଶନିବାର ଉଦ୍ଧାର କରାଯାଇଛି। ହରିଣଟି ରାସ୍ତା ପାରି ହେଉଥିବା...

ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଗିରଫ ଘଟଣା:ପୁଣି ଥରେ ଜାମିନ ଖାରଜ

ବ୍ରହ୍ମପୁର ଅଫିସ,୩୧।୩ – ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଥିବା ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ (ଦକ୍ଷିଣାଞ୍ଚଳ ମଣ୍ଡଳ) ବିନୋଦ...

ବାଢ଼ୁନ୍‌ ବେପାର ଦେଉଛେ ଦାନା: ଭତା, ଆବାସ ଯୋଜନାରୁ ବଁଚିତ୍‌ ପରିବାର

ଅତାବିରା, ୧୮।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖିକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ସର୍ଭେରେ ଭୁଲଭଟକା, ସରକାରୀ...

କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ: ମିଳିବ ୬ହଜାର କୋଟି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ରେ ଓଡ଼ିଶାକୁ ରେଳ ଅନୁଦାନ। ରାଜ୍ୟ ପାଇଁ ମୋଟ ୫୮୦୦ ରୁ ୬୦୦୦ କୋଟି ଟଙ୍କା...

ଜଳକା, ବୁଢ଼ାବଳଙ୍ଗ ନଦୀରେ ବନ୍ୟା: ସୁବର୍ଣ୍ଣରେଖାରେ ବଢ଼ୁଛି ଜଳସ୍ତର

ବାଲେଶ୍ୱର ଅଫିସ, ୨୭।୮: ବାଲେଶ୍ୱର ଜିଲାର ସମସ୍ତ ଛୋଟ ବଡ଼ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜଳକା ଓ ବୁଢ଼ାବଳଙ୍ଗ ନଦୀରେ ବନ୍ୟା ଆସିଥିବା...

ଏସ୍‌ବିଆଇ ମେନ୍‌ ବ୍ରାଞ୍ଚ ସିଲ୍‌‌

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇଛି କରୋନା। କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଏବେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର ୟୁନିଟ୍‌-୧...

Advertisement


Archives

Model This Week

Why Dharitri