ଆଜି ପୁଣି ଗଡ଼ିବ ରଥ

ପୁରୀ,୨୮ା୬: ଆଜି ଅର୍ଥାତ୍‌ ଶନିବାର ସକାଳ ୯ଟା ୩୦ରେ ପୁଣି ରଥ ଟଣା ହେବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଅବକାଶ ନୀତି ପରେ ପୁଣି ରଥଟଣା ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି।

ବଡ଼ଦାଣ୍ଡରେ ୩ ରଥ ଅଟକି ରହିଥିବାବେଳେ ରଥାରୂଢ ଚତୁର୍ଦ୍ଧାବିଗ୍ରହ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ସକାଳ ୯ଟା ୩୦ରେ ପୁଣି ରଥଟଣା ହେବ। ଶୁକ୍ରବାର ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅଘଟଣଶୂନ୍ୟ ଭାବେ ଅନୁଷ୍ଠିତ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପର୍କିତ ସମସ୍ତ ନୀତିକାନ୍ତି ଠିକଣା ସମୟରେ ସମାପନ ପାଇଁ ସମସ୍ତ ସେବକ ନିଯୋଗ, ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନର ସମସ୍ତ କର୍ମଚାରୀ, ସରକାରଙ୍କ ବିଭିନ୍ନ ଅନୁଷ୍ଠାନ, ଗଣମାଧ୍ୟମ ଅନୁଷ୍ଠାନ ଏବଂ ଲକ୍ଷାଧିକ ଭକ୍ତଙ୍କୁ ମୁଖ୍ୟ ପ୍ରଶାସକ କୃତଜ୍ଞତା ତଥା ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର...

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri