Posted inଜାତୀୟ

ଶସ୍ତାରେ ମିଳିବ କୋଭିଡ୍‌ ଟିକା

ନୂଆଦିଲ୍ଲୀ,୧୧।୩: କେନ୍ଦ୍ର ସରକାର ଗୁରୁବାର କୋଭିଡ-୧୯ ଟିକାର ନୂଆ ଦର ଘୋଷଣା କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏକ ଖବରତାଦା ସମ୍ମିଳନୀରେ କେନ୍ଦ୍ର ସରକାର କୋଭିଡ ଟିକାର ମୂଲ୍ୟ ସଂଶୋଧନ କରିଥିବା ସୂଚନା ଦେଇଥିଲେ। ପୂର୍ବରୁ ଟିକାର ଦାମ ୨୫୦ ଟଙ୍କା ରହିଥିଲା। ବର୍ତ୍ତମାନ ସରକାର ଦର କମାଇ ଟିକାର ଦାମ ୨୦୦ ଟଙ୍କା ରଖିଛନ୍ତି। ସୂଚନା ଯୋଗ୍ୟ, କୋଭିଶିଲ୍ଡ ଡୋଜ ପିଛା ୧୫୦ ଟଙ୍କାରେ ସରକାର ସିରମ୍‌ ପାଖରୁ ଆଣୁଛନ୍ତି। ପରେ ଅନ୍ୟାନ୍ୟ ଟ୍ୟାକ୍ସ ମିଶାଇଲେ ଟିକା ଦର ୨୦୦ ଟଙ୍କାରେ ପହଞ୍ଚିଛି।  ବର୍ତ୍ତମାନ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଚାଲିଛି। ବହୁବିଧ ରୋଗରେ ଆକ୍ରାନ୍ତ ୪୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଏବଂ ୬୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତି ଏହି ପର୍ଯ୍ୟାୟରେ ଟିକା ନେଉଛନ୍ତି। ଉଭୟ ସରକାରୀ ଏବଂ ଘରୋଇ ହସ୍ପିଟାଲରେ ଟିକାକାରଣ ଚାଲିଛି। ଘରୋଇ ହସ୍ପିଟାଲରେ ଟିକା ନେଲେ ର୍ନିଦ୍ଧାରିତ ଦର ଅନୁଯାୟୀ ଦେୟ ଦେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri