ଛତ୍ରପୁର,୧।୨(ଡି.ଏନ୍.ଏ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ୨୦ ନଂ ଜୋନ ଜିଲାପରିଷଦର ବିଜେଡି ପ୍ରାର୍ଥୀ ତଥା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍.ଧନଞ୍ଜୟ ରେଡ୍ଡୀଙ୍କ ପାଇଁ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି । ଛତ୍ରପୁର ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହି ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି । ଏଥିଲାଗି ନିର୍ବାଚନ ପ୍ରଚାର ଗାଡିକୁ ପତାକା ଦେଖାଇ ଛତ୍ରପୁର ବିଧାୟକ ଶୁଭାରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନମଙ୍ଗଳ ଯୋଜନା ଓ ବିକାଶ ମୂଳକ କାର୍ଯ୍ୟକୁ ଆଧାର କରି ନିର୍ବାଚନ ରଣାଙ୍ଗନରେ ବିଜେଡିର ଜିଲାପରିଷଦ ପ୍ରାର୍ଥୀ ହୋଇଛନ୍ତି । ପୂର୍ବଥର ମଧ୍ୟ ଏହି ଆସନ ବିଜେଡି ଅକ୍ତିଆର କରିଥିବାବେଳେ ପୁଣି ଥରେ ୨୦ ନଂ ଜୋନ ଜିଲାପରିଷଦ ବିଜେଡି ଅକ୍ତିଆର କରିବ ବୋଲି ବିଧାୟକ ତାଙ୍କ ଉଦ୍ବୋଧନରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ଟି.ଚନ୍ଦ୍ରଶେଖର ରାଓ, ବାବୁଲି ସାହୁ, ନାଗେଶ୍ୱର ରାଓ, ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…
୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର
ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…
ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…
ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…
ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ
ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…
Archives

