ପ୍ରଚାର ମଙ୍ଗ ଧରିଛନ୍ତି ଛତ୍ରପୁର ବିଧାୟକ

ଛତ୍ରପୁର,୫।୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକୁ ଆଧାର କରି ଛତ୍ରପୁର ବ୍ଲକ ୨୦ ନଂ. ଜୋନରେ ବିଧାୟକ ସୁବାସ ଚନ୍ଦ୍ର ବେହେରା ପ୍ରଚାର ମଙ୍ଗ ଧରିଛନ୍ତି। ୨୦ନଂ. ଜୋନ୍‌ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଗ୍ରାମ ପଞ୍ଚାୟତରେ ଜିଲା ପରିଷଦ ସଭ୍ୟ ପାଇଁ ବିଜେଡି ପ୍ରାର୍ଥୀ ଏମ୍‌.ଧନଞ୍ଜୟ ରେଡ୍ଡୀଙ୍କ ପାଇଁ ପ୍ରଚାର କରିଛନ୍ତି। ପୂର୍ବତନ ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଜି. ଆରତୀ, କେ. କ୍ରାନ୍ତି, ଟି. ଧନଲକ୍ଷ୍ମୀ, ୨୦ ନଂ ଜୋନ୍‌ ଦାୟିତ୍ୱରେ ଥିବା ପ୍ରଭାରୀ ତଥା ପୂର୍ବତନ ଏମ୍‌ପି ପ୍ରତିନିଧି ଜି.ପାପା ରାଓ, ଯୁବ ବିଜେଡି ସଭାପତି ଟି. ଚନ୍ଦ୍ରଶେଖର ରାଓ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ଘର ଘର ବୁଲି ପ୍ରଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri