Posted inଖେଳ

ଶିିକାଗୋ ମାରାଥନ ବାତିଲ

ଶିକାଗୋ, ୧୫ା୭ (ଏପି)-କରୋନାଭାଇରସ୍‌ ଯୋଗୁ ଧାବକ, ଦର୍ଶକ, ଭଲେଣ୍ଟିଅର ଏବଂ ଅନ୍ୟମାନଙ୍କର ସ୍ବାସ୍ଥ୍ୟ ସଂକଟ ଯୋଗୁ ଦି ବ୍ୟାଙ୍କ୍‌ ଅଫ୍‌ ଆମେରିକା ଶିିକାଗୋ ମାରାଥନକୁ ଏହାର ଆୟୋଜକମାନେ ବାତିଲ କରିଦେଇଛନ୍ତି। କୋଭିଡ୍‌-୧୯ ଯୋଗୁ ଅକ୍ଟୋବର ୧୧ରେ ଏହି ଇଭେଣ୍ଟର ଆୟୋଜନ କରିବା ଏକ ଚ୍ୟାଲେଞ୍ଜ ବୋଲି ମାରାଥନ ଆୟୋଜକ ଓ ସିଟି ଅଫିସିଆଲମାନେ ଦର୍ଶାଇଛନ୍ତି। ରବିବାର ଶିକାଗୋ ସ୍ବାସ୍ଥ୍ୟ ବିଭାଗ ତରଫରୁ ପ୍ରକାଶିତ ରିପୋର୍ଟ ଅନୁସାରେ କୋଭିଡ୍‌-୧୯ ଦ୍ୱାରା ୫୫, ୧୮୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨,୬୮୨ଜଣଙ୍କର ମୃତ୍ୟୁ ଘଟିସାରିଲାଣି। ଶିକାଗୋ ଇଭେଣ୍ଟରେ ପ୍ରାୟ ୪୫,୦୦୦ ଧାବକ ଓ ହ୍ବିଲଚେୟାର ଆଥଲେଟ ଭାଗ ନେଇଥାନ୍ତି। ସୂଚନାଯୋଗ୍ୟ, ଏହା ପୂର୍ବରୁ ନଭେମ୍ବର ୧ରେ ହେବାକୁଥିବା ଦି ନ୍ୟୁୟର୍କ ସିଟି ମାରାଥନ ବାତିଲ ହୋଇସାରିଛି। ଏପ୍ରିଲ ୧୪ରେ ହେବାକୁଥିବା ବୋଷ୍ଟନ ମାରାଥନ ସେପ୍ଟେମ୍ବର ୧୪ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?