Posted inଫୁରସତ

କୁକୁର ପିଠିରେ ଚଢ଼ିଗଲେ କୁକୁଡ଼ା ଛୁଆ, ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ପ୍ରାୟତଃ କୁକୁଡ଼ା ଛୁଆ କୁକୁରକୁ ଡରନ୍ତି। କୁକୁର କୁକୁଡ଼ା ଛୁଆକୁ ଖାଇଦିଏ ବୋଲି ମାଲିକମାନେ ସେମାନଙ୍କୁ ଜଗିଥାନ୍ତି। ମାତ୍ର ଏଠାରେ କିଛି ବିପରୀତ ଦେଖିବାକୁ ମିଳିଛି। କୁକୁର ଉପରେ କୁକୁଡ଼ା ଛୁଆଗୁଡ଼ିକ ଅଛନ୍ତି। କିଏ କୁକୁର ପେଟରେ ତ କିଏ ପିଠିରେ ଚଢ଼ିଯାଉଛନ୍ତି। ମାତ୍ର କୁକୁରଟି ସେମାନଙ୍କର କିଛି କ୍ଷତି କରୁନାହିଁ, ସେମିତି ସେମାନଙ୍କୁ ସ୍ନେହରେ ଚାହିଁ ଗେଲ କରୁଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନରେ ସେ ଲେଖିଛନ୍ତି, ‘ଡଗଲିଂସ’।ଏହି ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri