ଆଜି ଓଡିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୫।୨: ଆସନ୍ତା ସାଧାରଣ ନିର୍ବାଚନର ପ୍ରସ୍ତୁତି ସମୀକ୍ଷା ନେଇ ଆଜି ଓଡିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୭ ଜଣିଆ ଟିମ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଟିମ୍‌ ଆଜିଠୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ।

ଫେବୃଆରୀ ୧୬ ଅର୍ଥାତ୍‌ ଶୁକ୍ରବାର ନିର୍ବାଚନ କମିଶନର ରାଜୀବ କୁମାର ବିଭିନ୍ନ ଜାତୀୟ ଏବଂ ଆଞ୍ଚଳିକ ରାଜନୈତିକ ଦଳ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଜ୍ୟ ପଦାଧିକାରୀ, ଡିଇଓ,ଏସପି, ସିପି ଏବଂ ଆଇଜିଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହା ପରଦିନ ଅର୍ଥାତ ୧୭ରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନୋଡାଲ ଅଫିସର, ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଏବଂ ଏନଫୋର୍ସମେଣ୍ଟ ଏଜେନ୍ସିଙ୍କ ସହ ନିର୍ବାଚନ ବାବଦରେ ସମୀକ୍ଷା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri