ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର,୪।୧(ବ୍ୟୁରୋ): ସୋମବାର ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ୍‌ ମୁରଲୀଧର। ସକାଳ ୯.୩୦ ମିନିଟରେ ରାଜଭବନରେ ଶପଥ ଗ୍ରହଣ ଉତ୍ସବ ରହିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇବେ।

ନବ ନିଯୁକ୍ତ ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ୍‌ ମୁରଲୀଧର ରବିବାର ଭୁବେନଶ୍ବରରରେ ପହଞ୍ଚିଥିବା ବେଳେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା ।

ଜଷ୍ଟିସ ଡକ୍ଟର ଏସ୍‌ ମୁରଲୀଧର ୧୯୮୪ରେ ଚେନ୍ନାଇଠାରେ ଆଇନ କାର୍ଯ୍ୟ ଆରମ୍ଭ କରିଥିଲେ। ୧୯୮୭ରେ ଦିଲ୍ଲୀକୁ ସ୍ଥାନାନ୍ତର ହୋଇ ସୁପ୍ରିମକୋର୍ଟ ଓ ଦିଲ୍ଲୀ ହାଇକୋର୍ଟରେ ଓକିଲାତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଲହରରେ ବିରୋଧୀ ଧରାଶାୟୀ

ଢେଙ୍କାନାଳ ଅଫିସ୍‌, ୨।୩ ଢେଙ୍କାନାଳ ଜିଲାରେ ବିଜେଡି ସପକ୍ଷରେ ଯାଇଛି ପଞ୍ଚାୟତ ନିର୍ବାଚନ ଜନାଦେଶ। ଜିଲା ପରିଷଦ ନିର୍ବାଚନରେ ଧରାଶାୟୀ ହୋଇଯାଇଛନ୍ତି ପ୍ରମୁଖ ବିରୋଧୀ ଭାଜପା...

୧.୩୫ ଲକ୍ଷ କୋଟି ଟପିପାରେ ରାଜ୍ୟ ବଜେଟ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ବିଧାନସଭାରେ ୨୦୧୯-୨୦ ଆର୍ଥିକବର୍ଷ ଲାଗି ବଜେଟ ଉପସ୍ଥାପନ କରାଯିବ। ଏ ନେଇ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। ଆସନ୍ତା ବଜେଟ...

ଏଡିଏମ୍‌ଙ୍କ ଚାମ୍ବରୁ ସିଲିଂ ଖସି ଅଧିକାରୀ ଆହତ

ବଲାଙ୍ଗୀର ଅଫିସ,୫।୪: ବଲାଙ୍ଗୀର ଜିଲାପାଳଙ୍କ ଅଫିସ ପରିସରରେ ଗୁରୁବାର ଛାତ ସିଲିଂ ଖସି ଜଣେ ଅଧିକାରୀ ଆହତ ହୋଇଛନ୍ତି। ଏଡିଏମ୍‌ ଅନନ୍ତ ସିଂ ଲାଗୁରୀଙ୍କ ଚାମ୍ବର...

ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟଙ୍କୁ ହତ୍ୟା ଧମକ ଦେଇ ଧରାପଡ଼ିଲେ ସାଧୁ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ,୨୧।୨: କନ୍ଧମାଳ ଜିଲା ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟ ସ୍ବାମୀ ଜୀବନ ମୁକ୍ତାନନ୍ଦ ପୁରିଙ୍କୁ ଫୋନରେ ହତ୍ୟା ଧମକ ଦେଇଥିବା ସାଧୁଙ୍କୁ ପୋଲିସ ରବିବାର ସନ୍ଧ୍ୟାରେ...

ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ସୋରଡ଼ା,୩୦।୭(ଡି.ଏନ୍‌.ଏ.): ମାଟ୍ରିକ ଅଫଲାଇନ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନିତିନି ଥର...

ଇସ୍ପାତ ଉତ୍ପାଦନ ପାଇଁ ପୂର୍ବ ଭାରତ ଆମର ପ୍ରାଥମିକତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୂର୍ବ ଭାରତରେ ଅଧିକ ଇସ୍ପାତ ଉତ୍ପାଦନ ହେଉଥିବା କାରଣରୁ ଏହି ଅଞ୍ଚଳକୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଭାରତର ବିଭିନ୍ନ ଅଞ୍ଚଳରୁ ଉତ୍ପାଦିତ ହେଉଥିବା ଇସ୍ପାତ...

ଓଏସ୍‌ଏଚ୍‌ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍‌ଏଚ୍‌ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ...

ଧରିତ୍ରୀ ଆଳାପ: ସ୍ବାସ୍ଥ୍ୟସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ଚେଷ୍ଟା କରିବି

ଲୋକଙ୍କ ପାଖରେ ସ୍ବାସ୍ଥ୍ୟସେବା ଯେପରି ସହଜରେ ଉପଲବ୍ଧ ହୋଇପାରିବ ସେ ଦିଗରେ ଗୁରୁତ୍ୱ ଦେବି। ସେହିପରି ଡାକ୍ତରୀପିଲାଙ୍କ ପାଠପଢା କ୍ଷେତ୍ରକୁ ମଧ୍ୟ ଅଗ୍ରାଧିକାର ଦିଆଯିବ। ରାଜ୍ୟରେ...

Advertisement
Archives

Model This Week