ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ୍‌,୪।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଏସ୍‌.ମୁରଲୀଧର ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୧୦ଟାରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜଷ୍ଟିସ୍‌ ମୁରଲୀଧର ହେଲେ ଓଡ଼ିଶା ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି । ପୂର୍ବରୁ ପଞ୍ଜାବ ଏବଂ ହରିୟାଣ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିବା ଜଷ୍ଟିସ୍‌ ମୁରଲୀଧରଙ୍କୁ କିଛିଦିନ ତଳେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରଦିନ ଭାବେ ନିଯୁକ୍ତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାସେବୀ, ଗଁ। ର ଲୋକ୍‌ ମିଶି ତିଆର କଲେ ରାସ୍‌ତା: ଅଭିଶାପ ପାଲଟିଛେ ଗଁବାସୀକର ଜୀବନ୍‌

ରେଙ୍ଗାଲି, ୨୭।୮ (ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଖିଣ୍ଡା ପଁଚେତ୍‌ ଅଧୀନ ବୁଧିଆପାଲି ଗଁାର ସ୍କୁଲକେ ସଂଯୋଗ କରୁଥିବାର ରାସ୍‌ତାକେ ମାତୃଭୂମୀ ସ୍ବେଚ୍ଛାସେବୀ ସଂଗଠନ...

ପ୍ରକାଶ ପାଇଲା ଉପନିର୍ବାଚନ ବିଜ୍ଞପ୍ତି: ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲରେ ହେବ ମତଦାନ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ରେ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି।...

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ଜିଲାରେ କରୋନା ଜନିତ...

ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର...

ଫ୍ଲାଟ୍‌ ମିଳୁନି, ଚିନ୍ତା ବଢ଼ାଇଛି ଋଣ ବୋଝ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜଧାନୀରେ ଜାଗାଟିଏ ପାଇବା, ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ। ଲୋକଙ୍କ ଏଭଳି ମାନସିକତାକୁ ନେଇ ଖେଳ ଖେଳୁଛନ୍ତି କେତେକ ରିୟଲ ଇଷ୍ଟେଟ୍‌ ସଂସ୍ଥା, ବିଲ୍ଡର...

ପଡିଆରେ ପଢ଼ୁଛନ୍ତି ଛାତ୍ରୀଛାତ୍ର

ଆନନ୍ଦପୁର/କଣ୍ଟିପାଳ,୨୦।୫ (ସ୍ବ.ପ୍ର./ଡି.ଏନ୍‌.ଏ.) ୫ଟି ଯୋଜନାରେ ବିଦ୍ୟାଳୟର ନୂତନ ରୂପରେଖ ଦିଆଯାଉଛି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀମାନଙ୍କୁ ଆକୃଷ୍ଟ କରିବାକୁ ବିଦ୍ୟାଳୟକୁ ଏକ ଶୈକ୍ଷିକ ବାତାବରଣ ଦେବାକୁ...

୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା

ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ।...

ସୋସିଆଲ ମିଡିଆରେ ଆନନ୍ଦବଜାର ଫଟୋ ଭାଇରାଲ

ପୁରୀ ଅଫିସ,୭ା୧୦ : ସୋସିଆଲ ମିଡିଆରେ ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ। ଆନନ୍ଦବଜାର ପରିସରରେ ମହାପ୍ରାସଦ ସେବନ କରୁଥିବା କେଜେଜଣ ଭକ୍ତଙ୍କ ଫଟୋ ସୋସିଆଲ...

Advertisement
Archives

Model This Week