ଜିଲା ଜଜ୍‌କୋର୍ଟ ପରିଦର୍ଶନରେ ରାଜ୍ୟ ମୁଖ୍ୟ ବିଚାରପତି

କେନ୍ଦ୍ରାପଡ଼ା ଅଫିସ,୨୯।୧- କେନ୍ଦ୍ରାପଡ଼ା ଜିଲା ଜଜ୍‌କୋର୍ଟକୁ ରାଜ୍ୟ ମୁଖ୍ୟ ବିଚାରପତି ଏସ୍‌ ମୂରଲୀଧର ଶନିବାର ପରିଦର୍ଶନରେ ଆସିଥିଲେ। ଏହି ଅବସରରେ ମୁଖ୍ୟ ବିଚାରପତି ଏସ୍‌ ମୂରଲୀଧର ବିଚାର ବ୍ୟବସ୍ଥାରେ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ସହିତ ଯୁବ ଆଇନଜୀବୀଙ୍କୁ ପରୀକ୍ଷା ମାଧ୍ୟମରେ ବିଚାରପତି ଭାବେ କାର୍ଯ୍ୟରେ ଯୋଗ ଦେବାକୁ ଆହ୍ବାନ ଦେଇଥିଲେ। ସକାଳେ ମୁଖ୍ୟ ବିଚାରପତି ଜିଲା ଜଜ୍‌ କୋର୍ଟରେ ପହଞ୍ଚି ଜିଲାର ବିଭିନ୍ନ କୋର୍ଟର କାର୍ଯ୍ୟାବଳୀ ସମୀକ୍ଷା କରିଥିଲେ।

ବିଚାରପତି ଏସ ମୂରଲୀଧର ସାଂପ୍ରତିକ ସମୟରେ ମୋବାଇଲର ବିଭିନ୍ନ ବ୍ୟବହାର ସମ୍ପର୍କରେ ମତ ରଖିବା ସହ ବିଚାର ପ୍ରକ୍ରିୟାରେ ଏହାର ଉପଯୋଗ କରିବାକୁ ତାଲିମ ନେବାକୁ ପରାମର୍ଶ ଦେଇଥିଲେ। ଏଥିସହ ବିଚାର ପ୍ରକ୍ରିୟାରେ ଅଧିକ ମାମଲା ରହୁଥିବାରୁ ଏହାର ସମାଧାନ ପାଇଁ ଯୁବ ଆଇନଜୀବୀ ପରୀକ୍ଷା ମାଧ୍ୟମରେ ବିଚାରପତି ଆସନ ଅଳଙ୍କୃତ କରନ୍ତୁ ବୋଲି ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri