୧୬ ନୂଆ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଥିରେ ରହିଛି…

ଭୁବନେଶ୍ୱର,୩୧ା୮: ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ ରାଜ୍ୟରେ ଆଉ ୧୬ ନୂଆ NAC ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନୂଆ ଏନ୍‌ଏସିଗୁଡ଼ିକ ମଧ୍ୟରେ ବଲାଙ୍ଗୀରର ଲୋଇସିଂହା, ସୋହେଲା, କଟକର ବଡ଼ମ୍ବା, ନରସିଂହପୁର, ସାଲେପୁର, ଗଁଦିଆ, ଜଗନ୍ନାଥପ୍ରସାଦ, ପାତ୍ରପୁର, ଚଣ୍ଡିଖୋଲ, ନର୍ଲା, ଜୟପାଟଣା, ଟାଙ୍ଗୀ, ବୋରିଗୁମ୍ମା, କପ୍ତିପଦା, ଯଶୀପୁର, ରାସଗୋବିନ୍ଦପୁର ରହିଛି।

ସେହିପରି ଆଜି ମୁଖ୍ୟମନ୍ତ୍ରୀ ଆଉ ୭ ନୂଆ ମ୍ୟୁନିସିପାଲିଟି ଘୋଷଣା କରିଛନ୍ତି। ଏହି ନୂଆ ମ୍ୟୁନିସିପାଲିଟି ମଧ୍ୟରେ ମୟୂରଭଞ୍ଜର କରଞ୍ଜିଆ, ବୌଦ୍ଧ, ଗଞ୍ଜାମର ଭଞ୍ଜନଗର, ଆସିକା, ଛତ୍ରପୁର, କବିସୂର୍ଯ୍ୟନଗର ଏବଂ ପୋଲସରା ନାଁ ରହିଛି।

ଓଡ଼ିଶାରେ ବର୍ତ୍ତମାନ ୧୭୨ଟି ନଗର ସ୍ଥାନୀୟ ସଂସ୍ଥା (ULB) ରହିଛି, ଯେଉଁଥିରେ ୬ଟି ମହାନଗର ପାଳିକା, ୫୪ଟି ନଗର ପାଳିକା ଏବଂ ୬୨ଟି NAC ଅନ୍ତର୍ଭୁକ୍ତ। ୨୦୨୪ ଓ ବିଧାନସଭା ର୍ନିବାଚନ ପୂର୍ବରୁ ସମୟରେ ରାଜ୍ୟ ସରକାର ୫୬ଟି ନୂଆ NAC ଘୋଷଣା କରିଥିଲେ ଏବଂ ୬ଟି NACକୁ ନଗର ପାଳିକାରେ ପରିଣତ କରିଥିଲେ। ଏବେ ନୂଆ NAC  ଘୋଷଣା ସହରୀ ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି ଏବଂ ସାମାଜିକ-ଆର୍ଥିକ ଉନ୍ନୟନର ଆବଶ୍ୟକତାକୁ ଦୃଷ୍ଟିରେ ରଖି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri