ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ କ’ଣ, ଆଉ କେଉଁମାନେ ପାଇବେ ଲାଭ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଏଥର ବଜେଟରେ ୧୬ଟି ନୂଆ ଯୋଜନା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିଗୁଡିକ ହେଲା-
୧. ଅନ୍ତ୍ୟୋଦୟ ଗୃହ ଯୋଜନା ପାଇଁ ୨ ହଜାର ୬୦୩ କୋଟି
୨. ସୁଭଦ୍ରା ସୁରକ୍ଷା ପାଇଁ ୧୫୩ କୋଟି ବ୍ୟୟ ବରାଦ
୩. ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ପାଇଁ ୩୦ କୋଟି ଟଙ୍କା
୪.ଉତ୍ତର ଓଡ଼ିଶା ବିକାଶ ପରିଷଦ ପାଇଁ ୨୦୦ କୋଟି
୫. ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ୨୦୦ କୋଟି
୬. ଓଡ଼ିଶା ପୁଷ୍ଟି ମିଶନ ପାଇଁ ୧୦୦ କୋଟି
୭. ବକୁଳ ବନ ଉନ୍ନୟନ ଯୋଜନା ପାଇଁ ୫୦ କୋଟି ଟଙ୍କା
୮. ଆମ ଶିମିଳିପାଳ ଯୋଜନା ପାଇଁ ୫୦ କୋଟି
୯. ଆଦର୍ଶ ମଣ୍ଡି ବ୍ୟବସ୍ଥା ପାଇଁ ୫୦ କୋଟି
୧୦. ସହିଦ ଲକ୍ଷ୍ମଣ ନାୟକ ଆଦର୍ଶ ବିଦ୍ୟାଳୟ ପାଇଁ ୧୦୦ କୋଟି
୧୧. ପ୍ରବାସୀ ଓଡ଼ିଆ ଓ- ସଂପର୍କ ପାଇଁ ୧୧୦ କୋଟି
୧୨. ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି
୧୩. ସ୍ବଚ୍ଛ ଓଡ଼ିଶା ଯୋଜନାରେ ଖର୍ଚ୍ଚ ହେବ ୨୬୧ କୋଟି
୧୪. ଆମେ ପଢ଼ିବା ଆମ ଭାଷାରେ’ ଯୋଜନା ପାଇଁ ୨୫ କୋଟି
୧୫. ଅଟଳ ବସ୍‌ଷ୍ଟାଣ୍ଡ ଯୋଜନା ପାଇଁ ୧ ହଜାର ୨୬୬ କୋଟି
୧୬. ସମୃଦ୍ଧ ସହର ଯୋଜନାରେ ଖର୍ଚ୍ଚ ହେବ ୪୦୮ କୋଟି


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri