ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ କ’ଣ, ଆଉ କେଉଁମାନେ ପାଇବେ ଲାଭ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଏଥର ବଜେଟରେ ୧୬ଟି ନୂଆ ଯୋଜନା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିଗୁଡିକ ହେଲା-
୧. ଅନ୍ତ୍ୟୋଦୟ ଗୃହ ଯୋଜନା ପାଇଁ ୨ ହଜାର ୬୦୩ କୋଟି
୨. ସୁଭଦ୍ରା ସୁରକ୍ଷା ପାଇଁ ୧୫୩ କୋଟି ବ୍ୟୟ ବରାଦ
୩. ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ପାଇଁ ୩୦ କୋଟି ଟଙ୍କା
୪.ଉତ୍ତର ଓଡ଼ିଶା ବିକାଶ ପରିଷଦ ପାଇଁ ୨୦୦ କୋଟି
୫. ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ୨୦୦ କୋଟି
୬. ଓଡ଼ିଶା ପୁଷ୍ଟି ମିଶନ ପାଇଁ ୧୦୦ କୋଟି
୭. ବକୁଳ ବନ ଉନ୍ନୟନ ଯୋଜନା ପାଇଁ ୫୦ କୋଟି ଟଙ୍କା
୮. ଆମ ଶିମିଳିପାଳ ଯୋଜନା ପାଇଁ ୫୦ କୋଟି
୯. ଆଦର୍ଶ ମଣ୍ଡି ବ୍ୟବସ୍ଥା ପାଇଁ ୫୦ କୋଟି
୧୦. ସହିଦ ଲକ୍ଷ୍ମଣ ନାୟକ ଆଦର୍ଶ ବିଦ୍ୟାଳୟ ପାଇଁ ୧୦୦ କୋଟି
୧୧. ପ୍ରବାସୀ ଓଡ଼ିଆ ଓ- ସଂପର୍କ ପାଇଁ ୧୧୦ କୋଟି
୧୨. ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି
୧୩. ସ୍ବଚ୍ଛ ଓଡ଼ିଶା ଯୋଜନାରେ ଖର୍ଚ୍ଚ ହେବ ୨୬୧ କୋଟି
୧୪. ଆମେ ପଢ଼ିବା ଆମ ଭାଷାରେ’ ଯୋଜନା ପାଇଁ ୨୫ କୋଟି
୧୫. ଅଟଳ ବସ୍‌ଷ୍ଟାଣ୍ଡ ଯୋଜନା ପାଇଁ ୧ ହଜାର ୨୬୬ କୋଟି
୧୬. ସମୃଦ୍ଧ ସହର ଯୋଜନାରେ ଖର୍ଚ୍ଚ ହେବ ୪୦୮ କୋଟି


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଆରପଟୁ ପାକିସ୍ତାନର ଘୃଣ୍ୟ ଷଡଯନ୍ତ୍ର…ସେନା ସହ ଲଢ଼ିବାର କ୍ଷମତା ନାହିଁ, ହେଲେ କରୁଛି ସାଇବର ଆଟାକ୍‌

ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ...

ପାକିସ୍ତାନ ସହିତ ଉତ୍ତେଜନା ମଧ୍ୟରେ ଭାରତକୁ AT4 କ୍ଷେପଣାସ୍ତ୍ରର ପଠାଇଲା ଏହି ସହଯୋଗୀ ଦେଶ

ନୂଆଦିଲ୍ଲୀ, ୨୯।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ସ୍ୱୀଡେନର ପ୍ରତିରକ୍ଷା କମ୍ପାନୀ ସାବ ଇଣ୍ଡିଆ ଭାରତୀୟ ସଶସ୍ତ୍ର ବାହିନୀକୁ AT4 ଆଣ୍ଟି-ଆର୍ମର...

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...

ସରକାର ଦେଶ ବିରୋଧୀଙ୍କ ବିରୋଦ୍ଧରେ ସ୍ପାଏୱାୟାର ବ୍ୟବହାର ଭୁଲ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯ା୪: ପେଗାସସ୍ ସ୍ପାଏୱାୟାର ମାମଲାରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ଯଦି ସରକାର ଦେଶ ବିରୋଧୀ ତତ୍ତ୍ୱଙ୍କ ବିରୁଦ୍ଧରେ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ପାକିସ୍ତାନରେ ହଇଚଇ: ଶେହବାଜ ମେଡିକାଲରେ ଭର୍ତ୍ତି, ପ୍ରେସକିପଶନରୁ ମିଳିଲା ସାଂଘାତିକ ତଥ୍ୟ!

ଇସଲାମାବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ଟ୍ରମ୍ପ ବିରୋଧୀ ମାର୍କ କାର୍ନିଙ୍କ ଜବରଦସ୍ତ ବିଜୟ: ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ଲିବରାଲ ପାର୍ଟି ଜିତିବାରେ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି ମାର୍କ କାର୍ନି ଅଭିନନ୍ଦନ ଜଣାଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri