ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୭: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥର ରଥଯାତ୍ରା ୨ ଦିନ ଥିବାରୁ ଏହାକୁ ଦୃଷ୍ଠିରେ ରଖି ୭ ଏବଂ ୮ ତାରିଖ ଛୁଟି ଘୋଷଣା କରାଯାଇଛି।

ଅନ୍ୟପଟେ, ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା କିଭଳି ସଂପନ୍ନ ହେବ ସେ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏପରିକି ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଟିଲେ ଦିଦି, ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ

କୋଲକାତା,୭।୫: ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କରିଥିଲେ। ବଙ୍ଗଳା ନିର୍ବାଚନରେ ହୋଇଥିବା ଭୟଙ୍କର ପରାଜୟ…

ବଜ୍ରପାତ ନେଲା ଶାଶୁ, ବୋହୁଙ୍କ ଜୀବନ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ଗୁରୁବାର ବଜ୍ରପାତ ଘଟି ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀ(୬୫)…

ତାମିଲନାଡୁରେ ସରକାର ଗଠନକୁ ନେଇ ବିବାଦ ଜାରି: ରାଜ୍ୟପାଳଙ୍କୁ ସିପିଆଇ(ଏମ)ର ଅନୁରୋଧ

ଚେନ୍ନାଇ,୭।୫: ତାମିଲନାଡୁରେ ବିଧାନସଭା ନିର୍ବାଚନର ଫଳାଫଳ ପରେ, ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। କୌଣସି ଗୋଟିଏ ଦଳ ସ୍ପଷ୍ଟ ବହୁମତ ହାସଲ କରିପାରିନଥିବାରୁ,…

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ…

ବିଜୟଙ୍କ ଦଳ ଉପରେ ମହିଳା ସିଙ୍ଗର ଆଣିଲେ ଗୁରୁତର ଅଭିଯୋଗ, ନାବାଳିକା ବଳାତ୍କାର ମାମଲରେ…

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ ପରେ, ଥଲାପଥି ବିଜୟଙ୍କ ଦଳ, TVKର ଜଣେ କର୍ମୀଙ୍କୁ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଏହି…

ବିନା ଅସ୍ତ୍ରରେ ଶତ୍ରୁଠାରୁ କିଭଳି ନେବେ ଅପମାନର ପ୍ରତିଶୋଧ? ଜାଣନ୍ତୁ କ’ଣ କହେ ‘ଚାଣକ୍ୟ ନୀତି’

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିବି ମାନବ ସମାଜକୁ ମାର୍ଗଦର୍ଶନ ଦେଇ ଆସୁଛି। ରାଜନୀତି ହେଉ କିମ୍ବା ବ୍ୟକ୍ତିଗତ ଜୀବନ, ଚାଣକ୍ୟଙ୍କ ରଣକୌଶଳ ସବୁଠାରେ ପ୍ରାସଙ୍ଗିକ। ଚାଣକ୍ୟଙ୍କ ମତରେ,…

ତେଲର ତଣ୍ଟି ଚିପିପାରେ ହର୍ମୁଜ ସଙ୍କଟ, ବିଶ୍ୱର ଜୀବନ ରେଖା ଉପରେ ଘନଉଛି ବିପଦ

ତେହରାନ,୭।୫: ପଶ୍ଚିମ ଏସିଆର ସବୁଠାରୁ ସମ୍ବେଦନଶୀଳ ସାମୁଦ୍ରିକ କରିଡର ଆଉ କେବଳ ଏକ ବାଣିଜ୍ୟ ପଥ ନୁହେଁ; ଏହା ବିଶ୍ୱ ଶକ୍ତି ସଂଘର୍ଷର ଏକ ବିସ୍ଫୋରକ କେନ୍ଦ୍ରରେ…

‘ମୋ’ ଅବସ୍ଥା ଦେଖିନିଅ, ଭୁଲ୍‌ରେ ବିବାହ କରନି…’ ପୋଷ୍ଟର ଧରି ବସିଛନ୍ତି ସ୍ବାମୀ, ନର୍କ ହୋଇଯାଇଛି… 

ହାଜିପୁର,୭।୫: ସାଧାରଣତଃ ବିବାହକୁ ଜୀବନର ଏକ ନୂଆ ଏବଂ ସୁନ୍ଦର ଆରମ୍ଭ ବୋଲି କୁହାଯାଏ। କିନ୍ତୁ ବିହାରର ବୈଶାଳୀ ଜିଲା ହାଜିପୁରରୁ ଏଭଳି ଏକ ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri