୨୮୯ କୋଟିର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨୮୯ କୋଟି ୪୧ ଲକ୍ଷର ପ୍ୟାକେଜ ଘୋଷଣା କରିଛନ୍ତି। ପ୍ୟାକେଜ ଭିତରେ ସୁଧ ରିହାତି, ଟପ୍‌ଅପ୍‌ ସବ୍‌ସିଡି ଆଦି ଅନ୍ତର୍ଭୁକ୍ତ ରହିଛି। ଏଥିରେ ମୁଖ୍ୟତଃ ମହିଳା ଏବଂ ଦୁର୍ବଳ ଶ୍ରେଣୀର ଶିଳ୍ପୋଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନର ବ୍ୟବସ୍ଥା ରହିଛି। ପ୍ୟାକେଜ୍‌ରେ ମହିଳାମାନଙ୍କ ଦ୍ୱାରା ଚାଲୁଥିବା ୪୦% ଏମ୍‌ଏସ୍‌ଏମ୍‌ଇ ପାଇଁ ୧୦୮ କୋଟିର ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମ୍ଫନ ପାଇଁ ପ୍ରସ୍ତୁତ ରୁହ

କଟକ ଅଫିସ,୧୬ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲାରେ ବ୍ୟାପକ ଫୋର୍ସ ମୁତୟନ ଓ ଏହା ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ...

କଟକଣାକୁ ବେଖାତିର: ନିଷିଦ୍ଧାଞ୍ଚଳରେ ଚକ୍କର କାଟୁଛି ଟ୍ରଲର

ପୁରୀ ଅଫିସ, ୧୦ା୧୨: ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ରରେ ମାଛ ମାରିବା ଉପରେ କଟକଣା ଲଗାଯାଇଛି। ଅଲିଭ୍‌ ରିଡ୍‌ଲେଙ୍କ ଆଗମନ ଏବଂ ଅଣ୍ଡାଦାନ...

ସ୍ବାମୀଙ୍କୁ ଜାମିନରେ ଆଣିବାକୁ ଯାଇ ଜେଲ ଗଲେ ମହିଳା

କଟକ ଅଫିସ,୨୨।୧୨: ଡାକ୍ତରଙ୍କ ନକଲି ପ୍ରେସ୍‌କ୍ରିପ୍‌ସନ ତିଆରି କରି ଜଣେ ମହିଳା ଗିରଫ ହୋଇଛନ୍ତି। ସ୍ବାମୀଙ୍କୁ ଜାମିନରେ ଆଣିବା ପାଇଁ ନିଜେ ଅସୁସ୍ଥ ଦର୍ଶାଇ ମହିଳା...

୧୪ ଘଣ୍ଟା ପରେ ଉଠାଗଲା ମୃତଦେହ

ଅନୁଗୋଳ ଅଫିସ୍‌, ୧୩ା୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କ ମୃତ୍ୟୁ ପରେ କରୋନା ସନ୍ଦେହରେ ଦୀର୍ଘ ୧୪ ଘଣ୍ଟା ମୃତଦେହ ପକାଇ ରଖାଯାଇଥିଲା।...

ସ୍ତ୍ରୀଙ୍କ ସହ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୋବିନ୍ଦା, ପ୍ରଭୁ ଆସିଥିଲେ ସ୍ବପ୍ନରେ

ପୁରୀ ଅଫିସ,୨୧।୩: ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ସ୍ତ୍ରୀ ସୁନିତା ଆହୁଜାଙ୍କ ସହ ରବିବାର ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।...

ରାଜଧାନୀରେ ପୁଣି ଗଡ଼ିବ ମୋ ସାଇକେଲ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜଧାନୀରେ ସାଇକେଲ ଚାଳକଙ୍କ ପାଇଁ ଖୁସି ଖବର ଆସିଛି। ପୁଣି ପୂର୍ବଭଳି ସ୍ମାର୍ଟସିଟିରେ ସମସ୍ତ ମୋ ସାଇକେଲ ଚାଲିବ । ଏ ନେଇ ସ୍ମାର୍ଟସିଟି...

୮୩୧ ଭୋଟରଙ୍କୁ ପସନ୍ଦ ଆସିଲେନି କେହି

ପୁରୀ ଅଫିସ,୪।୧୦: ପିପିଲି ଉପନିର୍ବାଚନରେ ୧ ଲକ୍ଷ ୮୦ ହଜାର ୯୯ ଜଣ ଭୋଟର ମତଦାନ କରିଛନ୍ତି। ତନ୍ମଧ୍ୟରୁ ବିଜେଡିକୁ ୯୬ ହଜାର ୯୭୨ ଓ...

କଳ୍ପନା, ବବ୍‌ଲି ହତ୍ୟାକାଣ୍ଡ: ଆଜି ପ୍ରକାଶ ପାଇବ ରାୟ

ଝାରସୁଗୁଡ଼ା ଅଫିସ,୨।୪: ବହୁଚର୍ଚ୍ଚିତ ମା’ ଝିଅ କଳ୍ପନା ଓ ବବ୍‌ଲି ହତ୍ୟାକାଣ୍ଡ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ବିଧାୟକ ଅନୁପ ସାଏ ୨ ବର୍ଷ ହେଲା...

Advertisement
Archives

Model This Week