ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧: ଅନୁଗୋଳ ଜିଲା ପାଲଲହଡ଼ା ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ରବିବାର ଏହି  ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା।  କେନ୍ଦୁଝରରୁ ଅନୁଗୋଳ ଆସୁଥିବା ଏକ ଓଏସ୍‌ଆର୍‌ଟିସି ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ବସ୍‌ରେ ୪୭ଜଣ ଯାତ୍ରୀ ଥିଲେ। ୨ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୫ଜଣ ଆହତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ୧୭ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri