ମାଣ୍ଡିଆପଲ୍ଲୀ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁରର ମାଣ୍ଡିଆପଲ୍ଲୀରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଭଳି ସମୟରେ ଧର୍ଯ୍ୟର ସହ ମୁକାବିଲା କରନ୍ତୁ। ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri