ମୃତ ୩ ଛାତ୍ରଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୩(ବ୍ୟୁରୋ): ବୁଧବାର ସୋନପୁର-ବିନିକା ରାସ୍ତା ଶରଧାପାଲି ସରକାରୀ ଉଚ୍ଚ ବିଦ୍ୟାଳୟ ସାମ୍ନାରେ ଏକ କାର୍‌ ୪ ଛାତ୍ରଙ୍କ ଉପରେ ମାଡ଼ିଯିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଓ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି। ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?