୬ ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡ଼କ ଦୁର୍ଘଟଣାରେ ବୁଧବାର ୬ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇ ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।
ଏତଦ୍‌ବ୍ୟତୀତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri