ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା ମଧ୍ୟ କରିଥିଲେ।

ଏଥିସହିତ ଗୁରୁବାର ପୂର୍ବାହ୍ନରେ ଭୁବନେଶ୍ୱର ସମ୍‌ ହସ୍ପିଟାଲକୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟି ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ସୂଚନାଯୋଗ୍ୟ, ଏହି ବାଣ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri