ଯୁକ୍ତ ୨ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନ ଥିବାରୁ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷାଠାରୁ ଛାତ୍ରୀଛାତ୍ରଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ପରିସ୍ଥିତି ସ୍ବାଭାବିକ ହେଲେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ପରୀକ୍ଷା ଦେଇପାରିବେ। ପରିସ୍ଥିତି ସମୀକ୍ଷା କରି କେବେ ପରୀକ୍ଷା କରାଯିବ ସେନେଇ ସିଏଚ୍‌ଏସ୍‌ଇ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନିର୍ଦ୍ଦିଷ୍ଟ ସମୟରେ ମୂଲ୍ୟାୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ପୂର୍ବରୁ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ ସରକାର। ସେହିପରି ଦୁଇଦିନ ତଳେ ସିବିଏସ୍‌ଇ ମଧ୍ୟ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଇନଜୀବୀଙ୍କୁ ମିଳିବ ସହାୟତା

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):କୋଭିଡ୍‌ ମହାମାରୀ ଯୋଗୁ ରାଜ୍ୟରେ ଆଇନଜୀବୀଙ୍କୁ ସହାୟତା ଲାଗି ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ଆଇନଜୀବୀ କଲ୍ୟାଣ ପାଣ୍ଠି(ସଂଶୋଧନ) ବିଲ୍‌। କୋଭିଡ୍‌ ମହାମାରୀ ଯୋଗୁ...

ରେକର୍ଡ ଭାଙ୍ଗିଲା ପିଆଜ ଦର: ଛତ୍ରବଜାରରେ ୧୪୦ ଛୁଇଁଲା

କଟକ ଅଫିସ୍‌,୫।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ଦେଶର ଅଧିକାଂଶ ସ୍ଥାନରେ ପିଆଜ...

CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ଗଞ୍ଜାମ ଜିଲ୍ଲାରେ କରୋନା ତାଣ୍ଡବ ରଚିଛି। ରବିବାର ଜିଲାରେ୨୯ ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ରାଜ୍ୟରେ କରୋନା ଆକ୍ରାନ୍ତ...

୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି।...

ପରଲୋକରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର

କଟକ ଅଫିସ, ୩୧।୮: ସୁର୍ପିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ବୁଧବାର କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ...

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ

ପୁରୀ ଅଫିସ,୩୧।୫: ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସ୍ନାନବେଦୀର ମରାମତି ହେବ। ତେବେ ମରାମତି ହେବା ନେଇ ଏଏସ୍‌ଆଇ ସହ ଆଲୋଚନା ହୋଇଛି ବୋଲି ପୁରୀ ଜିଲାପାଳ...

ଗାଁ ପାଖରେ ବୁଲୁଛି ଗୋଠଛଡ଼ା ଦନ୍ତା

ପାଟଣା, ୭।୫: କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାର ବିଳମ୍ବିତ ରାତିରେ ଏକ ଗୋଠଛଡ଼ା ଦନ୍ତା ହାତୀ ପଶିଆସିଛି। ହାତୀଟି ଶୁକ୍ରବାର ସକାଳେ ପାଟଣା ଗୋଷ୍ଠୀ...

ଖୋଲିଲା ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୪।୮(ବ୍ୟୁରୋ): ୪ ଦିନ ପରେ ୟୁନିଟ-୨ ମାର୍କେଟ ବିଲ୍ଡିଂ ଗୁରୁବାର ଖୋଲିଛି।ଦୁଇ ଗୋଷ୍ଠୀ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଯୋଗୁ ଗତ ରବିବାର ସାରୁ ମାର୍କେଟ ବନ୍ଦ...

Advertisement
Archives

Model This Week