Posted inଜାତୀୟ

ଭଗବଦ୍‌ ଗୀତାର ଏକ ‘ଶ୍ଲୋକ’ ଭୁଲ ଅନୁବାଦ ପାଇଁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୨:ଭଗବଦ୍‌ ଗୀତାର ଏକ ‘ଶ୍ଲୋକ’ର ଭୁଲ ଅନୁବାଦ ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମାଂଶ ବିଶ୍ୱ ସରମା କ୍ଷମା ମାଗିଛନ୍ତି। ଭୁଲ ଅନୁବାଦକୁ ନେଇ ବିବାଦ ଉପୁଜିବାରୁ ସେ କ୍ଷମା ମାଗିଛନ୍ତି। ଅନେକ ନେତା ତାଙ୍କୁ ଜାତି ବିଭାଜନକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ କରିଥିଲେ।
ହିମନ୍ତ ବିଶ୍ବ ସରମା କହିଛନ୍ତି, ନିୟମିତ ଭାବେ, ପ୍ରତିଦିନ ସକାଳେ ମୁଁ ମୋର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଭଗବଦ୍‌ ଗୀତାର ଏକ ଶ୍ଲୋକ ଅପଲୋଡ କରେ । ବର୍ତ୍ତମାନ ପର୍ଯ୍ୟନ୍ତ, ମୁଁ ୬୬୮ ଶ୍ଲୋକ ପୋଷ୍ଟ କରିଛି। ସମ୍ପ୍ରତି ମୋ ଦଳର ଜଣେ ସଦସ୍ୟ ଭୁଲ ଅନୁବାଦ ସହିତ ଅଧ୍ୟାୟ ୧୮ ଶ୍ଲୋକ ୪୪ରୁ ଭୁଲ ଅନୁବାଦ କରି ପୋଷ୍ଟ କରିଛନ୍ତି। ଭୁଲ ବୁଝିବା ମାତ୍ରେ ମୁଁ ତୁରନ୍ତ ଏହି ପୋଷ୍ଟକୁ ହଟାଇ ଦେଇଛି। ଯଦି ହଟାଯାଇଥିବା ପୋଷ୍ଟ ଦ୍ୱାରା ଯଦି କେହି ଆହତ ହୋଇଛନ୍ତି, ମୁଁ ଆନ୍ତରିକତାର ସହ କ୍ଷମା ପ୍ରାର୍ଥନା କରୁଛି।
ହିମନ୍ତ ସରମାଙ୍କ ପୋଷ୍ଟରେ ସେ ଏକ ନିର୍ଦ୍ଦିଷ୍ଟ ଜାତି ବିଷୟରେ ଭୁଲ ଭାବରେ ଉଲ୍ଲେଖ କରିଥିଲେ। ଗୀତା ଶ୍ଲୋକ ବିଷୟରେ ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମ ନେତା ତଥା ଲୋକ ସଭା ଏମ୍‌ପି ଅସଦୁଦ୍ଦିନ ଓୱାଇସି ହିମନ୍ତ ବିଶ୍ୱ ସରମାଙ୍କ ଉପରେ ଆକ୍ରମଣ କରି କହିଛନ୍ତି ଯେ, ସେ ପ୍ରତ୍ୟେକ ଭାରତୀୟ ନାଗରିକଙ୍କୁ ସମାନ ବ୍ୟବହାର କରିବାର ଶପଥ ପୂରଣ କରୁନାହାଁନ୍ତି। ସାମ୍ବିଧାନିକ ପଦବୀରେ ଅବସ୍ଥାପିତ ଥିବାବେଳେ ତୁମର ଶପଥ ହେଉଛି ପ୍ରତ୍ୟେକ ନାଗରିକଙ୍କୁ ସମାନ ବ୍ୟବହାର କରିବା। ଏହା ତାଙ୍କ ଦୁର୍ଭାଗ୍ୟପୂର୍ଣ୍ଣ କ୍ରୁରତା, ଯାହା ଗତ କିଛି ବର୍ଷ ମଧ୍ୟରେ ଆସାମ ମୁସଲମାନମାନେ ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?