ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ହେଲେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେନି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ୍‌ ଯୋଗୁ ଗତ ଦେଢ଼ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛେ। ତେଣୁ ନବୀନ ନିବାସ ନ ଆସି ମହତ୍‌ କାର୍ଯ୍ୟରେ ସାମିଲ ହେବାକୁ ନବୀନ ପରାମର୍ଶ ଦେଇଛନ୍ତି । ଏହା ତାଙ୍କ ପାଇଁ ସବୁଠୁ ବଡ଼ ଶୁଭେଚ୍ଛା ହେବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମଣ ଓ କଟକଣା ଯୋଗୁ ନିରାଡ଼ମ୍ବର ଭାବେ ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଷଷ୍ଠୀ ଲାଗି ୩ ଦିନ ବନ୍ଦ ରହିବ ମଦ ଦୋକାନ

ସମ୍ବଲପୁର,୨୮।୫(ବ୍ୟୁରୋ): ଆଗକୁ ଆସୁଛି ଶୀତଳ ଷଷ୍ଠୀ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ୩ ଦିନ ମଦ...

୬୭ତମ ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

କଟକ ଅଫିସ,୨୮।୯: ବୃତ୍ତିଗତ ପ୍ରତିଯୋଗିତା ଦକ୍ଷତା ବୃଦ୍ଧି କରିଥାଏ। ପୋଲିସ ବିଭାଗର ବିଭିନ୍ନ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି...

ଅଜାତିରେ ଖାଇ ଅଜେତ୍‌ ହେଇଥିଲେ: ଖଁଦ୍‌ ଦେବାକେ ମନାକଲେ ଜାତିଭାଇ

  ଚିପିଲିମା, ୧୧।୨ (ଡି.ଏନ୍‌.ଏ.)- ବିଗିଅଁାନ ଯୁଗ୍‌ରେ ବି ଅନେକ ଜାତି, ଧରମ୍‌, ସମାଜର ଲୋକ୍‌ ଅଁଧ୍‌ ବିଶୁଆସରେ ବଁାଧି ହେଇ ରହିଛନ୍‌। ଆଏଜ୍‌ ବି...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ: ୩ ଘରୋଇ ପ୍ଲଟ ଉଚ୍ଛେଦ ଲାଗି ଯୋଜନା

ପୁରୀ ଅଫିସ,୨୧ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନା’ ପାଚେରୀ କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ଜାଗା ଖାଲି କରାଯିବ ।...

ବିନା ଭକ୍ତରେ ହେବ ସ୍ନାନ ଯାତ୍ରା

ପୁରୀ ଅଫିସ,୧୨ା୬: ଚଳିତମାସ ୨୪ ତାରିଖରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ତେବେ କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ...

୮୦ ପଇସାରେ ମିଳୁଛି ତ୍ରିରଙ୍ଗା

କଟକ ଅଫିସ, ୪।୮: ସ୍ବାଧୀନତା ଦିବସ ପାଳନ ପାଇଁ ସହରରେ ବିଭିନ୍ନ ଦୋକାନରେ ବିକ୍ରି ହେଉଛି ନାନାରକମର ସାମଗ୍ରୀ। ମୁଣ୍ଡରେ ମାରିବା ବ୍ୟାଣ୍ଡ ଠାରୁ ଆରମ୍ଭ...

ଧାରଣା ଦେଲେ ପରିବାର

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା...

ଅନୁରାଗ ପାଇଁ ଯୁବପିଢ଼ିଙ୍କ କ୍ରେଜ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ୟୁଟୁବର୍‌ ତଥା ବାଇକର୍‌ ଅନୁରାଗ ଦୋଭଲଙ୍କୁ ରବିବାର ଅପରାହ୍ନ ୪.୩୦ରେ ଭୁବନେଶ୍ୱର ଏସ୍‌ପ୍ଲାନେଡ୍‌ ମଲ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ସେ...

Advertisement
Archives

Model This Week