ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ହେଲେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେନି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ୍‌ ଯୋଗୁ ଗତ ଦେଢ଼ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛେ। ତେଣୁ ନବୀନ ନିବାସ ନ ଆସି ମହତ୍‌ କାର୍ଯ୍ୟରେ ସାମିଲ ହେବାକୁ ନବୀନ ପରାମର୍ଶ ଦେଇଛନ୍ତି । ଏହା ତାଙ୍କ ପାଇଁ ସବୁଠୁ ବଡ଼ ଶୁଭେଚ୍ଛା ହେବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମଣ ଓ କଟକଣା ଯୋଗୁ ନିରାଡ଼ମ୍ବର ଭାବେ ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା: ଉଛୁଳିଲା ପାପନାଶିନୀ ଝରଣା

ଖପ୍ରାଖୋଲ,୧୩ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା ଯୋଗୁ ହରିଶଙ୍କର ପାପନାଶିନୀ ଝରଣା ଉଛୁଳି ପଡିଥିଲା ା ଆଜି ଥିଲା ଶ୍ରାବଣ...

ବିଦେଶୀ ପର୍ଯ୍ୟଟକଙ୍କ ଉପରେ ନଜର

ଫୁଲବାଣୀ ଅଫିସ, ୭ା୩ ସାରା ବିଶ୍ୱରେ ଏବେ କରୋନା ଭୟ। ଓଡିଶାରେ ବି ଏହାର ପ୍ରଭାବ ପଡିିଛି। ଏହାର ମୁକାବିଲା ଲାଗି କନ୍ଧମାଳ ଜିଲା ପ୍ରଶାସନ...

ଅସୁସ୍ଥ ମାଈ ହାତୀର ମୃତ୍ୟୁ

କଟକ ଅଫିସ, ୩୦।୯: କଟକ ବାଙ୍କୀ ଅନ୍ତର୍ଗତ ବାଆଁରା କୂଆମଡ଼ା ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ସୋମବାର ମୃତ୍ୟୁ ଘଟିଛି। ହାତୀଟି ୫ ଦିନ ହେବ...

ଗାଁ ଭିତରକୁ ପଶିଲା ପିଟିସି ଗୁଳି

ଅନୁଗୋଳ ଅଫିସ/ବନ୍ତଳା, ୧୨।୫ ଅନୁଗୋଳସ୍ଥିତ ପୋଲିସ ଟ୍ରେନିଂ କଲେଜ (ପିଟିସି)ରେ ସୋମବାର ଗୁଳି ଚାଳନା ପ୍ରଶିକ୍ଷଣ ବେଳେ ନିକଟସ୍ଥ ଶରଧାପୁର ଗାଁର ମହିଳା ପୁଷ୍ପଲତା ନାଏକ(୪୮)ଙ୍କ...

ପୁଣି ଆରମ୍ଭ ହେବ ‘ଫାୟାର ପାର୍କ’

ଭୁବନେଶ୍ୱର, ୧୭।୫ (ବ୍ୟୁରୋ):ଅଗ୍ନିକାଣ୍ଡରେ ଅନେକ ଜୀବନ ଯିବା ସହ ବହୁ ସମ୍ପତ୍ତି ନଷ୍ଟ ହେଉଛି। ବର୍ଷକୁ ବର୍ଷ ଏହି ନିଆଁ ବିପତ୍ତି ବଢ଼ି ଚାଲିଛି। ତେଣୁ...

ବଢ଼ିବନି ବିଦ୍ୟୁତ୍‌ ଶୁଳ୍କ, ଉପଭୋକ୍ତା ଆଶ୍ୱସ୍ତ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ଚଳିତବର୍ଷ ବିଦ୍ୟୁତ ଶୁଳ୍କ ବଢ଼ିବ ନାହିଁ। କରୋନା(କୋଭିଡ୍‌-୧୯) ମହାମାରୀ ମୁକାବିଲା କରୁଥିବା ରାଜ୍ୟବାସୀଙ୍କ ଉପରେ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆର୍‌ସି) ଏବେ ଆଉ ଶୁଳ୍କ...

ମିଳୁନି ଆବାସ, ଭଙ୍ଗାଘର ଭରସା

ବେଗୁନିଆ,୩ା୧୦(ଡି.ଏନ୍‌.ଏ.): ଅସହାୟ ଓ ଗରିବଙ୍କୁ ପକ୍କା ଘର ଯୋଗାଇଦେବା ଲାଗି ସରକାର ବିଭିନ୍ନ ଯୋଜନା କରିଛନ୍ତି। ହେଲେ ସ୍ଥାନୀୟ ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ଲୋକ...

୩୧ ପର୍ଯ୍ୟନ୍ତ ବନ୍ଦ ରହିଲା ଡିଏଲ୍‌, ଏଲ୍‌ଏଲ୍‌ ଟେଷ୍ଟ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ଆର୍‌ଟିଓ କାର୍ଯ୍ୟାଳୟରେ ବୁଧବାରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟ ବନ୍ଦ ରହିବ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ...

Advertisement
Archives

Model This Week