ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

 

ଭୁବନେଶ୍ୱର,୨୯।୪(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଏବଂ ମୁଖ୍ୟ ବିଚାରପତିଙ୍କ ବୈଠକ ଡାକିଥିବା କାର୍ଯ୍ୟକ୍ରମରେ ଯୋଗ ଦେବି। ଓଡ଼ିଶାର ବାକି ଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ନେଇ ଆଲୋଚନା କରିବି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାନୁସାରେ, ନୂଆଦିଲ୍ଲୀର ବିଜ୍ଞାନଭବନ ପରିସରରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ଯୋଗ ଦେବେ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଶେଷଥର ପାଇଁ ୨୦୧୬ ଏପ୍ରିଲ ୨୪ରେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri