ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଛତିଶଗଡ଼ରେ ନକ୍ସଲ ଅପରେଶନ ଜୋରଦାର କରାଯାଇଛି।

ସେଠାକାର ନକ୍ସଲଙ୍କର ଓଡ଼ିଶାରେ ଅନୁପ୍ରବେଶ ସମ୍ଭାବନା ରହିଛି। ବିଶେଷକରି ନୂଆପଡ଼ା, କନ୍ଧମାଳ, ମାଲକାନଗିରି ପ୍ରତି ଫୋକସ ରହିଛି। ୧୨ କମ୍ପାନୀ ସିଏପିଏଫ୍‌ ଓ ଗୋଟିଏ ହେଲିକପ୍ଟର ପାଇଁ ଦାବି କରିଛି। ଏ ସମ୍ପର୍କରେ ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କର ଦୃଷ୍ଟି ଆକର୍ଷଣ କରିଛି। ନକ୍ସଲ ପ୍ରଭାବିତ ଅଞ୍ଚଳରେ ବିକାଶମୂଳକ କାମ ପାଇଁ ସହଯୋଗ ସ୍ବରାଷ୍ଟ୍ର ମନ୍ତ୍ରୀ ମଧ୍ୟ ଏନେଇ ବିଚାର କରିବାକୁ କଥା ଦେଇଛନ୍ତି। ୨୦୨୬ ମାର୍ଚ୍ଚ ସୁଦ୍ଧା ନକ୍ସଲ ମୁକ୍ତ ଟାର୍ଗେଟକୁ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ଦିଲ୍ଲୀରେ ଗୁରୁବାର ବସିଥିବା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏବଂ ପୋଲିସ ଡିଜିଙ୍କୁ ଟାସ୍କ ଦେଇଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ମୁଖ୍ୟମନ୍ତ୍ରୀ ନକ୍ସଲ ମୁକାବିଲା ନେଇ ମାସକୁ ଥରେ ସମୀକ୍ଷା କରିବେ ବୋଲି ଶାହା ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରରେ ଡିଜିପି ମାସକୁ ଥରେ ଯାଇ ସେଠାରେ ରାତ୍ରିଯାପନ କରିବେ। ସୁରକ୍ଷାକର୍ମୀଙ୍କ ସହ ମିଶି ଡିଜିପି ସେମାନଙ୍କ ମନୋବଳ ବଢ଼ାଇବେ ବୋଲି ଆଜି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri